ଉଚ୍ଚଶିକ୍ଷା ମନ୍ତ୍ରୀ ପଦରୁ ବାଦ ପଡ଼ିଲେ ରୋହିତ ପୂଜାରୀ । ତାଙ୍କ ସ୍ଥାନରେ ସମବାୟ ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ମିଳିଛି ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ । ମନ୍ତ୍ରିମଣ୍ଡଳରୁ ରୋହିତଙ୍କୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ ଯୋଗୁଁ ରୋହିତଙ୍କୁ ମନ୍ତ୍ରିମଣ୍ଡଳରୁ ବିଦା କରିବାକୁ ସୁପାରିସ କରିଥିଲେ ମୁଖ୍ୟମନ୍ତ୍ରୀ ।
Related Posts
ଭରତପୁର ଥାନାର ନିର୍ଯାତନା କାହାଣୀ !
- User 003
- September 20, 2024
- 0
ରଜରେ ଭିଜିବେନି ରାଜ୍ୟବାସୀ
- Editor
- June 11, 2023
- 0
ଟମାଟୋ ଅମଳ ହେଲେ କମିବ ଦର
- Editor
- July 18, 2023
- 0