ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ମମତା ମହାନ୍ତ

ନାମାଙ୍କନ ଦାଖଲ କଲେ ମମତା

ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ କଲେ ନାମାଙ୍କନ । ବିଧାନସଭାରେ ନାମାଙ୍କନ ଦାଖଲ କଲେ ମମତା ମହାନ୍ତ । କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ହେଉଛନ୍ତି ମମତା ମହାନ୍ତ । କାଲି ମମତାଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି । ସଂଖ୍ୟା ଦୃଷ୍ଟିରୁ ବିଜେପି ଏହି ସିଟ୍ ଜିତିବା ନିଶ୍ଚିତ । ତେବେ ଆବଶ୍ୟକ ପଡିଲେ ସେପଟେମ୍ବର ୩ରେ ଉପନିର୍ବାଚନ ହେବ। ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ ।

Leave a Reply

Your email address will not be published. Required fields are marked *