ଭତ୍ତା ଅପେକ୍ଷାରେ ୬ ଲକ୍ଷ ୪ ହଜାର ୬୮୮ ଜଣ ଆବେଦନକାରୀ

ଭତ୍ତା ଅପେକ୍ଷାରେ ୬ ଲକ୍ଷ ୪ ହଜାର ୬୮୮ ଜଣ ଆବେଦନକାରୀ

ଭତ୍ତା ଅପେକ୍ଷାରେ ୬ ଲକ୍ଷ ୪ ହଜାର ୬୮୮ ଜଣ ଆବେଦନକାରୀ । ବିଧାୟକ ସାରଦା ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଆଜି ବିଧାନସଭାରେ ଉତ୍ତର ଦେଇଛନ୍ତି । ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଛନ୍ତି ୪ ଲକ୍ଷ ୬୪ ହଜାର ୮୪୯ ଆବେଦନକାରୀ । ସେହିପରି ଭିନ୍ନକ୍ଷମ ଭତ୍ତା ପାଇଁ ଆବେଦନ କରିଛନ୍ତି ୪୦ ହଜାର ୯୨୭ ଲୋକ । ରାଜ୍ୟରେ ବିଧବା ଭତ୍ତା ପାଇଁ ଆବେଦନ କରିଛନ୍ତି ୬୧ ହଜାର ୫୭୯ । ଅନ୍ୟପଟେ କୁଷ୍ଠ ରୋଗୀ ଭତ୍ତା ପାଇଁ ଆବେଦନ କରିଛନ୍ତି ୨୬୯ ରୋଗୀ ।