ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିସନର

ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିସନର

ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିସନର । ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମନୋଜ ପରିଡା । ୧୯୮୬ ମସିହାର ଆଇଏଏସ୍ ଅଫିସର ମନୋଜ କୁମାର । ପୂର୍ବରୁ ବିଭିନ୍ନ ବିଭାଗରେ ନିଜର କାର୍ଯ୍ୟଦକ୍ଷତାର ପ୍ରମାଣ ଦେଇସାରିଛନ୍ତି । ଏହା ସହ ସୂଚନା କମିସନର ଭାବେ ରିୟାୟର୍ଡ ଆଇପିଏସ ଅଧିକାରୀ ପ୍ରଣବିନ୍ଦୁ ଆଚାର୍ଯ୍ୟ, ହାଇକୋର୍ଟର ଆଇନଜୀବୀ କଳ୍ପନା ପଟ୍ଟନାୟକ ଓ ରିଟାୟର୍ଡ ଆଇଏଏସ ଅଧିକାରୀ ପବିତ୍ର ମଣ୍ଡଳଙ୍କୁ ମିଳିଛି ନିଯୁକ୍ତ। ସୂଚନା କମିସନର ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।