ଭିଜିଲାନ୍ସ ଜାଲରେ ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀ

ଭିଜିଲାନ୍ସ ଜାଲରେ ମୁଖ୍ୟଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ମୁଖ୍ୟଯନ୍ତ୍ରୀ । ଅନୁଗୁଳ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କ ଘରେ ଚଢାଉ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ ।  ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ । ଅନୁଗୋଳ, ଢେ଼ଙ୍କାନାଳ, କଟକ ଟିମର ୮ଜଣିଆ ସଦସ୍ୟ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି ।  ଅନୁଗୋଳ ଜିଲ୍ଲାର କରଡ଼ାଗାଡ଼ିଆ,ଲକେଇପସି, ମତିଆସାହି ଏବଂ ଶିକ୍ଷକପଡ଼ାରେ ଚଢ଼ାଉ ଜାରି ରହିଛି ।