ହୀରାକୁଦର ସମସ୍ତ ଗେଟ ବନ୍ଦ
ହୀରାକୁଦର ସମସ୍ତ ଗେଟ ବନ୍ଦ । ଖୋଲାଥିବା ହୀରାକୁଦର ଏକମାତ୍ର ଗେଟ୍ ବି ବନ୍ଦ ହୋଇଛି । ଏଥିସହ ହୀରାକୁଦର ସମସ୍ତ ଗେଟ୍ ବନ୍ଦ ହୋଇଛି । ରାଜ୍ୟରେ ବର୍ଷା ଧୀରେ ଧୀରେ କମିଥିବାବେଳେ ଏବେ ଅଧିକାଂଶ ଜିଲାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରବିବାର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମାତ୍ର ୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବଜ୍ରପାତ ହେବା ଆଶଙ୍କା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସେସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।ରାଜ୍ୟରେ ବର୍ଷା ଧୀରେ ଧୀରେ କମିଥିବାବେଳେ ଏବେ ଅଧିକାଂଶ ଜିଲାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରବିବାର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମାତ୍ର ୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବଜ୍ରପାତ ହେବା ଆଶଙ୍କା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସେସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
