ରାଜ୍ୟରେ ୧୧ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା

ଆଜିଠୁ କମିବ ବର୍ଷାର ପରିମାଣ

ଆଜିଠୁ କମିବ ବର୍ଷା ପରିମାଣ । ରାଜ୍ୟରେ ୧୧ତାରିଖ ଯାଏ ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି ପୂରା ରାଜ୍ୟକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।