ବଢ଼ିଲା ବ୍ରହ୍ମପୁର ଏସ୍‌ପିଙ୍କ ଅଡୁଆ

ଆସନ୍ତା ୧୧ରେ ବ୍ୟକ୍ତିଗତ ହଜାର ହେବାକୁ ବ୍ରହ୍ମପୁର ଏସ୍‌ପିଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ବୟାନକୁ ନେଇ ବଢ଼ିଲା ବ୍ରହ୍ମପୁର ଏସ୍‌ପିଙ୍କ ଅଡୁଆ। ଆସନ୍ତା ୧୧ ତାରିଖରେ ବ୍ୟକ୍ତିଗତ ହଜାର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ୧୧ ତାରିଖ ଦିନ ୧୦ଟା ୩୦ରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। SPଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ଚାଲିବ କି ନାହିଁ ହେବ ନିଷ୍ପତ୍ତି।ସତ୍ୟପାଠ ଜରିଆରେ ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ଆସନ୍ତା ୧୦ ତାରିଖ ସୁଦ୍ଧା ଜବାବ ଦାଖଲ ପାଇଁ ଏସ୍‌ପିଙ୍କୁ ନିର୍ଦ୍ଦେଶ। ବିଧାୟକଙ୍କ ବିରୋଧରେ ନିର୍ବାଚନୀ ମାମଲା ହତ୍ୟାର ମୁଖ୍ୟ କାରଣ କହିଥିଲେ। ମାମଲା ବିଚାରାଧୀନ ଥିବାବେଳେ ଏସ୍‌ପିଙ୍କ ବୟାନକୁ ନେଇ ଦେଖାଦେଇଥିଲା ବିବାଦ।