ଦିଲ୍ଲୀ ବିସ୍ଫୋରଣ ଘଟଣା । ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଦିଲ୍ଲୀ ବିସ୍ଫୋରଣରେ ଓଡ଼ିଶା ଲିଙ୍କ୍ !

ଦିଲ୍ଲୀ ବିସ୍ଫୋରଣ ଘଟଣା । ସାମ୍ନାକୁ ଆସିଲା ବଡ଼ ତଥ୍ୟ । ବଡ ବିସ୍ଫୋରଣରେ ରହିଛି ଓଡିଶାର ଲିଙ୍କ୍ ! ଦିଲ୍ଲୀ ବିସ୍ଫୋରଣ ଓଡ଼ିଶା ଲିଙ୍କ୍ ଥିବା ଚର୍ଚ୍ଚା ହେଉଛି ! ଦିଲ୍ଲୀରେ ଘଟିଥିବା ଭୟଙ୍କର ବିସ୍ଫୋରଣ ପଛରେ ଓଡ଼ିଶାର ଲିଙ୍କ୍ ଥିବା ସୂଚନା ମିଳିଛି । ଓଡ଼ିଶାରେ ଆତଙ୍କୀ ମୁଜାମିଲ୍ ସକିଲର ସମ୍ପର୍କ ରହିଛି । ଏନେଇ ଅଟକ ଥିବା ଜମାତିଙ୍କୁ ଜେରା ବେଳେ ସୂଚନା ମିଳିଛି । ମୁଜାମିଲର ହ୍ୱାଟ୍ସଆପରେ ଓଡ଼ିଶାର ଲିଙ୍କ୍ ଆସିଥିଲା । ଆଉ ଏହାସହିତ ଏହି ଘଟଣାରେ ଜମ୍ମୁ, ହରିୟାଣା, ତାମିଲନାଡୁରେ ବି ଲିଙ୍କ ରହିଛି ବୋଲି କୁହାଯାଉଛି ।

Leave a Reply

Your email address will not be published. Required fields are marked *