ଅବପାତର ରୂପ ନେଲା ଲଘୁଚାପ

ଅବପାତର ରୂପ ନେଲା ଲଘୁଚାପ

ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ପୂର୍ବରୁ ବିଶ୍ୱସ୍ତରୀୟ ବିଭିନ୍ନ ମଡେଲ ବାତ୍ୟା ହେବା ନେଇ ପୂର୍ବାନୁମାନ କରିଥିବାବେଳେ ଏବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏ ସଂକ୍ରାନ୍ତରେ ସୂଚନା ଦେଇଛି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ ଚାଲିଥିବାବେଳେ ଏଥିଯୋଗୁ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ କହିଛି। ଆଇଏମ୍‌ଡିର ସୂଚନା ଅନୁଯାୟୀ, ମଲାକ୍କା ଷ୍ଟ୍ରେଟ୍‌ ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ରବିବାର ଏକ ସୁଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।

Leave a Reply

Your email address will not be published. Required fields are marked *