ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ। ନବୀନ ନିବାସ ଗସ୍ତ କରି ନବୀନଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ପ୍ରଫେସର ଗଣେଶୀଲାଲ । ବିଭିନ୍ନ ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାପଡିଛି । ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ଓଡ଼ିଶାରେ ରାଜ୍ୟପାଳ ଭାବେ ଦାୟିତ୍ବ ତୁଲାଇଥିଲେ ପ୍ରଫେସର ଗଣେଶୀଲାଲ । ୨୦୧୮ ମେ ୨୯ରୁ ୨୦୨୩ ଅକ୍ଟୋବର ୩୦ ପର୍ଯ୍ୟନ୍ତ ଓଡିଶାର ରାଜ୍ୟପାଳ ଥିଲେ ପ୍ରଫେସର ଗଣେଶୀ ଲାଲ ।

Leave a Reply

Your email address will not be published. Required fields are marked *