ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି

ଖାଲି ପଡ଼ିଛି ୯୫୦୩ ଡାକ୍ତର ପଦବୀ

ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି । ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ଖାଲି ପଡ଼ିଛି ୯୫୦୩ ଡାକ୍ତର ପଦବୀ । କାର୍ଯ୍ୟରତ ଅଛନ୍ତି ୬୨୭୧ ଡାକ୍ତର, ଏମାନଙ୍କ ଭିତରୁ ୧୧୩୫ ଠିକା ନିଯୁକ୍ତି । ସ୍ଥାୟୀ ନିଯୁକ୍ତି ୫୦୦୩ ଡାକ୍ତର, ୫୨୪୮ ପଦବୀ ପୂରଣ ପାଇଁ OPSCକୁ ଚିଠି ।

Leave a Reply

Your email address will not be published. Required fields are marked *