କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମହମ୍ମଦ ମୋକିମ ବହିଷ୍କୃତ

କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ

କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମହମ୍ମଦ ମୋକିମ ବହିଷ୍କୃତ। ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ । AICC ପକ୍ଷରୁ ନିଆଗଲା କାର୍ଯ୍ୟାନୁଷ୍ଠାନ । ରାହୁଲ ଗାନ୍ଧି ଓ ଖଡ୍ ଗେଙ୍କ ନେତୃତ୍ବ ନେଇ ପ୍ରଶ୍ନ ଉଠାଇଥିଲେ ମୋକିମ । ୪ ଦିନ ତଳେ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖିଥିଲେ ମୋକିମ ।