ଓଡିଶା ପୋଲିସକୁ ମିଳିବ ରାଷ୍ଟ୍ରପତିଙ୍କ ଦ୍ବାରା ମର୍ଯାଦାପୂର୍ଣ୍ଣ ସମ୍ମାନ

ଓଡିଶା ପୋଲିସକୁ ମିଳିବ ରାଷ୍ଟ୍ରପତିଙ୍କ ଦ୍ବାରା ମର୍ଯାଦାପୂର୍ଣ୍ଣ ସମ୍ମାନ

ଓଡିଶା ପୋଲିସକୁ ମିଳିବ ରାଷ୍ଟ୍ରପତିଙ୍କ ଦ୍ବାରା ମର୍ଯାଦାପୂର୍ଣ୍ଣ ସମ୍ମାନ । ପ୍ରଥମ ଥର ପାଇଁ ପ୍ରେସିଡେଣ୍ଟ କଲାର ସମ୍ମାନରେ ସମ୍ମାନୀତ ହେବ ରାଜ୍ୟ ପୋଲିସ । ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା ପରେ ସମ୍ମାନ ହାତେଇବା ପାଇଁ ଏକ ଭବ୍ୟ ଆୟୋଜନର କାର୍ଯ୍ୟକ୍ରମ ହେଉଛି । ଏନେଇ ପୋଲିସ ଡ଼ିଜିଙ୍କ କାର୍ଯ୍ୟାଳୟରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ଓଡ଼ିଶା ପୋଲିସର ସିନିୟର୍ ଆଇପିଏସଙ୍କ ସହ ଆଲୋଚନ କରିଛନ୍ତି ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ । ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର କାର୍ଯ୍ୟକ୍ରମ ସମ୍ଭାବନା ରହିଛି । ସପ୍ତମ ବାଟାଲିଅନରେ ଭବ୍ୟ କ୍ରାର୍ଯ୍ୟକ୍ରମ ପାଇଁ ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଛି ।ଏହି ସମ୍ମାନ ଭାରତର ରାଷ୍ଟ୍ରପତିଙ୍କ ଦ୍ୱାରା ଦେଶର ଏକ ସାମରିକ ୟୁନିଟ୍, ତାଲିମ ପ୍ରତିଷ୍ଠାନ କିମ୍ବା ପୋଲିସ୍ ଫୋର୍ସକୁ ପ୍ରଦାନକରାଯାଉଥିବା ସର୍ବୋଚ୍ଚ ସମ୍ମାନଜନକ ପୁରସ୍କାର ହେଉଛି ପ୍ରେସିଡେଣ୍ଟ କଲର୍ ଆଓ୍ୱାର୍ଡ। ସାହସିକତା ଏବଂ ବୃତ୍ତିଗତ ସେବାକୁ ସ୍ୱୀକୃତି ଦେଇଥାଏ ଏହି ପୁରସ୍କାର ।

Leave a Reply

Your email address will not be published. Required fields are marked *