ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲର ଅବଧି

୨୦୨୭ ଜାନୁଆରୀ ଯାଏଁ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ୍ କାର୍ଯ୍ୟକାଳ

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି । ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲର ଅବଧି । ୨୦୨୭ ଜାନୁଆରୀ ଯାଏଁ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ୍ କାର୍ଯ୍ୟକାଳ । ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦର ସମାଧାନ ପାଇଁ ଗଠିତ ‘ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍’ (MWDT) ର କାର୍ଯ୍ୟକାଳକୁ ୨୦୨୭ ମସିହା ୧୩ ଜାନୁଆରୀ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଦୀର୍ଘ ଦିନରୁ ଲାଗି ରହିଥିବା ବିବାଦର ସମାଧାନ ପାଇଁ ଟ୍ରିବ୍ୟୁନାଲଙ୍କୁ ଏହି ଅତିରିକ୍ତ ସମୟ ଦିଆଯାଇଛି ।

Leave a Reply

Your email address will not be published. Required fields are marked *