ଓଏଏସ୍ କନିଷ୍ଠ ବର୍ଗ ଏବଂ ଓଆରଏସ୍ ଅଧିକାରୀଙ୍କ ପାଇଁ ନୂତନ ବଦଳି ନୀତି ଜାରି

ଓଏଏସ୍ କନିଷ୍ଠ ବର୍ଗ ଏବଂ ଓଆରଏସ୍ ଅଧିକାରୀଙ୍କ ପାଇଁ ନୂତନ ବଦଳି ନୀତି

ବଦଳି ନିମନ୍ତେ କୌଣସି ପ୍ରତ୍ୟକ୍ଷ ଅବା ପରୋକ୍ଷ ସୁପାରିଶ୍ ପାଇଁ ନିଷେଧାଦେଶ ଜାରି ହୋଇଛି । ରାଜ୍ୟରେ ପ୍ରଶାସନକୁ ଅଧିକ ପ୍ରଭାବଶାଳୀ, ସ୍ଵଚ୍ଛ ଓ ଦାୟିତ୍ବସମ୍ପନ୍ନ କରିବା ଉଦ୍ଦେଶ୍ୟରେ ଓଡିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ଓଡିଶା ପ୍ରଶାସନିକ ସେବା (ଓଏଏସ୍) ଗ୍ରୁପ–ଏ (କନିଷ୍ଠ ବର୍ଗ) ଏବଂ ଓଡ଼ିଶା ରାଜସ୍ୱ ସେବା (ଓଆରଏସ୍) ଅଧିକାରୀଙ୍କ ବଦଳି ଓ ପୋଷ୍ଟିଂ ସମ୍ପର୍କିତ ନୀତି ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *