ରାଜ୍ୟସଭା ଉପ ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଦେବାଶିଷ

ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ

ରାଜ୍ୟସଭା ଉପନିର୍ବାଚନ ଲାଗି ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ବିଜେପି ପ୍ରାର୍ଥୀ ଭାବେ ୩ ସେଟ ନାମାଙ୍କନପତ୍ର ଦାଖଲ କରିଛନ୍ତି । ପ୍ରାର୍ଥିପତ୍ର ଦାଖଲ ବେଳେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ବିଜେପି ଭାପତି ଓ ଦଳୀୟ ବିଧାୟକ । ଗତ ମାସ ୨୫ତାରିଖରେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ଦେବାଶିଷ ସାମନ୍ତରାୟ । ଏହା ପରେ ଉପ ନିର୍ବାଚନ ଘୋଷଣା ହୋଇଥିଲା । ଆସନ୍ତା ୧୮ ତାରିଖରେ ହେବ ରାଜ୍ୟସଭା ଉପନିର୍ବାଚନ।

Leave a Reply

Your email address will not be published. Required fields are marked *