ବଢ଼ିପାରେ ଖରାଛୁଟି
ବଢ଼ିପାରେ ଖରାଛୁଟି । ଖରା ନକମିଲେ ବଢ଼ିପାରେ ଖରାଛୁଟି । ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ପିଲାଙ୍କ ସୁରକ୍ଷା ଶିକ୍ଷା ବିଭାଗର ପ୍ରାଥମିକତା ବୋଲି କହିଛନ୍ତି ମନ୍ତ୍ରୀ । ସେହି ସମୟରେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ କହିଛନ୍ତି ମନ୍ତ୍ରୀ । ପୂର୍ବରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା ।
