କୁମ୍ଭୀର ପ୍ରଜନନ ପାଇଁ ୩ ମାସ ବନ୍ଦ ଥିଲା ଭିତରକନିକା

ଅଗଷ୍ଟ ୧ରେ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ଅଗଷ୍ଟ ୧ ରୁ ଖୋଲିବ ଭିତରକନିକା । ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ୩ ମାସ ବନ୍ଦ ରହିଥିଲା ଭିତରକନିକା । ମା କୁମ୍ଭୀର ଅଣ୍ଡା ଦେବା ପରେ ହିଂସ୍ର ଆଚରଣ ଦେଖାଇଥାନ୍ତି । ସେଥିପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଭିତରକନିକା ବନ୍ଦ ରହିଥିଲା

Leave a Reply

Your email address will not be published. Required fields are marked *