୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା
ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା। ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏହାର ପ୍ରଭାବରେ କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା କାଲି ପାଇଁ ଉତ୍ତର ଓଡ଼ିଶାର ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୨ ତାରିଖ ଯାଏ ଝଡ଼ବର୍ଷା ନେଇ ଚେତାବନୀ ଜାରି ହୋଇଛି । ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଚେତାବନୀ ଆସନ୍ତାକାଲି ପାଇଁ ଉତ୍ତର ଓଡ଼ିଶାର ୩ ଜିଲ୍ଲାରେ ପ୍ରବଳ ବର୍ଷା
