ଓଡ଼ିଶା ଛୁଇଁଲା ମୌସୁମୀ । ଦୁଇ ଦିନ ଭିତରେ ସାରା ରାଜ୍ୟରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ । ଏହା ପ୍ରଭାବରେ ସାରା ଓଡିଶାରେ ବର୍ଷା ଜାରି ରହିଛି । ବିଶେଷ କରି ଉପକୂଳ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରିରେ ୬୦ ପ୍ରତିଶତରୁ ଅଧିକ ବର୍ଷା ହୋଇଛି । ସେହିପରି ଭୁବନେଶ୍ୱରରେ ମଧ୍ୟ ୬୦ ପ୍ରତିଶତରୁ ଅଧିକ ବର୍ଷା ରେକର୍ଡ କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଟ୍ୱିନ୍ ସିଟି କଟନ ଓ ଭୁବନଶ୍ୱର ପାଇଁ ମଧ୍ୟ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା ।
Related Posts
ଦିଲ୍ଲୀରୁ ଧରାପଡ଼ିଲା ୮୨ କେଜିରୁ ଅଧିକ କୋକେନ୍
- User 003
- November 16, 2024
- 0
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା
- User 003
- September 15, 2024
- 0
ପୁଣି ବିବାଦ ଭିତରେ ଅଭିନେତା ମନୋଜ ମିଶ୍ର
- User 003
- November 13, 2024
- 0