ଆଜି ମହାପ୍ରଭୁଙ୍କ ରାଜରାଜେଶ୍ବେର ବେଶ ବା ସୁନାବେଶ । ମହଣ ମହଣ ସୁନାରେ ସୁସଜ୍ଜିତ ହେବେ ମହାବାହୁ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ସୁନା ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂରତି । ବୁଧବାର ଶୃଙ୍ଖଳିତ ଭାବେ ବାହୁଡ଼ା ନୀତି ସମ୍ପର୍ଣ୍ଣ ହୋଇଥିବା ବେଳେ ଏବେ ତିନି ରଥ ଶ୍ରୀମନ୍ଦିର ଆଗରେ ବିରାଜମାନ । ଆଜି ରଥାରୂଢ଼ ଶ୍ରୀବିଗ୍ରହଙ୍କ ହେବ ସୁନାବେଶ । ମହାପ୍ରଭୁଙ୍କ ସୁନାବେଶ ପାଇଁ ସୁରୁଖୁରୁରେ ନୀତିକାନ୍ତି ଚାଲିଛି । ମଙ୍ଗଳ ଆଳତୀ, ମଇଲମ, ତଡ଼ପ ଲାଗି, ଅବକାଶ, ବେଶ ଶେଷ, ଗୋପାଳ ବଲ୍ଳଭ, ସକାଳ ଧୂପ, ମଇଲମ, ମହାସ୍ନାନ ଓ ସର୍ବାଙ୍ଗ, ବେଶ ଶେଷ ପରେ ଅନ୍ୟାନ୍ୟ ନୀତି ବଢ଼ି ମେକାପ ସର୍ବାଙ୍ଗ ପରେ ଶ୍ରୀଜିଉମାନଙ୍କ ସୁନାବେଶ ନୀତି ଅନୁଷ୍ଠିତ ହେବ ।
Related Posts
କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ
- User 003
- December 30, 2023
- 0
ହିଟ ଆଣ୍ଡ ରନ ଆଇନକୁ ବିରୋଧ, କାଲିଠୁ ପରିବହନ ମହାସଂଘର ଧର୍ମଘଟ
- User 003
- January 7, 2024
- 0
ରୋଗୀଙ୍କ ମୃତ୍ୟୁକୁ ନେଇ ମଦ୍ୟପ ଡାକ୍ତରଙ୍କୁ ନିସ୍ତୁକ ମାଡ଼
- User 003
- January 30, 2024
- 0