ତିନିଦିନିଆ ଓଡ଼ିଶା ଗସ୍ତରେ ନିର୍ବାଚନ କମିଶନର

ଓଡ଼ିଶା ଆସୁଛନ୍ତି ନିର୍ବାଚନ କମିଶନର

ତିନିିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିଶନର ଓ ତାଙ୍କ ଅଧିକାରୀ । ସାଧାରଣ ଓ ବିଧାନସଭା ନିର୍ବାଚନ ପ୍ରସ୍ତୁତି ନେଇ କରିବେ ସମୀକ୍ଷା । ଗସ୍ତ ଅବସରରେ ଇଭିଏମ୍ ସ୍ଥିତି ଓ ବୁଥ୍ ସ୍ତରରେ ପ୍ରସ୍ତୁତି ସମୀକ୍ଷା କରିବେ । ସେହିପରି ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଓ ସବୁ ଜିଲ୍ଲାପାଳଙ୍କ ଓହ ପ୍ରସ୍ତୁତି ନେଇ ଆଲୋଚନ କରିବେ । ଏହାବ୍ୟତୀତ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ଗୃହ ସଚିବ ଓ ଉନ୍ନୟନ କମିଶନଙ୍କୁ ଭେଟି ନିର୍ବାଚନ ପ୍ରସ୍ତୁତି ସମ୍ବନ୍ଧରେ ବିସ୍ତୁତ ଆଲୋଚନାର କରିବାର କାର୍ଯ୍ୟକ୍ରମ ରହିଛି ।