ପୋଲିସ ମୁଖ୍ୟାଳୟରେ ମିଳିଲା ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ମୃତଦେହ, ମାମଲାର ତଦନ୍ତ ଜାରି

ଝୁଲନ୍ତା ଅବସ୍ଥାରେ ମିଳିଲା ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ମୃତଦେହ ତ୍ରିପୁରା ଡିଜିପି ଅନୁରାଗ ଧନଖଡ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଜୀବନ ହାରିଛନ୍ତି । ଅଫିସ୍ କ୍ୟାବିନ ଭିତରୁ ମୃତଦେହ ଉଦ୍ଧାର କରାଯାଇଥିଲା । […]

ହସପିଟାଲରୁ ଆସିଲା ସୋନମ ୱାଙ୍ଗଚୁକଙ୍କ ହାତ ଲେଖା ଚିଠି

ଅନଶନ ସମାପ୍ତ କରିବା ପାଇଁ ୩ ସର୍ତ୍ତ ରଖିଲେ ସୋନମ ୱାଙ୍ଗଚୁକ୍ ଅନଶନ ଭାଙ୍ଗିବା ପାଇଁ ତିନି ସର୍ତ୍ତ ରଖିଛନ୍ତି ଶିକ୍ଷାବିତ ସୋନମ୍ ଓ୍ୱାଙ୍ଗଚୁକ୍ । ଦୀର୍ଘ ୨୦ ଦିନରୁ ଅଧିକ ସମୟ ଧରି […]

ସୌମ୍ୟ ରଞ୍ଜନ ହତ୍ୟା ମାମଲା, ଫେରାର ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

ଆସିଲା ଓମ୍ ର ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟ ବାଲିଅନ୍ତା ଭିଡ଼ ହିଂସା ମାମଲାରେ ଆସିଲା ଓମ୍ ର ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟ । ଓମ ସତ କହିଥିବା ସୂଚନା ମିଳିଛି । […]

୨୨ରୁ ଏୟାରପୋର୍ଟରେ ହେବ ଟ୍ରାଏଲ ରନ୍

ଖୁବଶୀଘ୍ର ମାଲକାନଗିରିରୁ ଉଡ଼ିବ ଫ୍ଲାଇଟ୍ ଖୁବଶୀଘ୍ର ମାଲକାନଗିରିରୁ ଉଡ଼ିବ ଫ୍ଲାଇଟ୍ । ପୂରଣ ହେବାକୁ ଯାଉଛି ମାଲକାନଗିରିର ବହୁପ୍ରତିକ୍ଷିତ ଉଡ଼ାନ୍ ସ୍ବପ୍ନ । ଆସନ୍ତା ୨୨ ତାରିଖରୁ ଏୟାରପୋର୍ଟରେ ହେବ ଟ୍ରାଏଲ ରନ୍ । […]

ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦ ମୌସୁମୀ ଅଧିବେଶନ

ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ । ଆଜିଠାରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନରୁ ସରଗରମ ହେବ ଗୃହ । ଏକାଧିକ ପ୍ରସଙ୍ଗରେ […]

ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଶ୍ରାବଣ ପ୍ରଥମ ସୋମବାର ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି […]

ଆଜି ପବିତ୍ର ହେରାପଞ୍ଚମୀ

ଅଭିମାନିନୀ ମହାଲକ୍ଷ୍ମୀ ଭାଙ୍ଗିବେ ନନ୍ଦିଘୋଷ ରଥର ଚକ ଆଜି ଶ୍ରୀଜିଉଙ୍କ ନବଦିନାତ୍ମକ ଯାତ୍ରାର ପଞ୍ଚମ ଦିନ । ତିଥି ଅନୁଯାୟୀ ଅନୁଷ୍ଠିତ ହେବ ପବିତ୍ର ହେରାପଞ୍ଚମୀ ନୀତି । ଲକ୍ଷ୍ମୀ ଠାକୁରାଣୀଙ୍କୁ ଛାଡ଼ିଦେଇ, ମହାପ୍ରଭୁ […]

ବର୍ଷା ତାଣ୍ଡବ, ୧୦ରୁ ଅଧିକ ମୃତ୍ୟୁ

ଜମ୍ମୁ କଶ୍ମୀରରେ ବର୍ଷା ତାଣ୍ଡବ ଜମ୍ମୁ କଶ୍ମୀରରେ ବର୍ଷା ତାଣ୍ଡବ ରଚିଛି । ରାଜୌରୀ, ଅନନ୍ତନାଗ ଏବଂ ଉଧମପୁର ସମେତ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ଦେଖାଦେଇଛି । ବନ୍ୟା […]

ଖରାପ ପାଗ ଯୋଗୁଁ ଅମରନାଥ ଓ ବୈଷ୍ଣୋ ଦେବୀ ଯାତ୍ରା ବନ୍ଦ

ବନ୍ଦ ହେଲା ଅମରନାଥ ଓ ବୈଷ୍ଣୋ ଦେବୀ ଯାତ୍ରା ଖରାପ ପାଗ ଯୋଗୁଁ ଜମ୍ମୁ-କାଶ୍ମୀରର ପ୍ରସିଦ୍ଧ ଅମରନାଥ ଯାତ୍ରା ଏବଂ ଶ୍ରୀ ମାତା ବୈଷ୍ଣୋ ଦେବୀ ଯାତ୍ରାକୁ ଅସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି । […]

ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୧.୫୦ ଫୁଟ୍

ଖୋଲିଲା ହୀରାକୁଦ ଜଳଭଣ୍ଡାରର ୪ ଗେଟ୍ ଖୋଲିଲା ହୀରାକୁଦ ଜଳଭଣ୍ଡାରର ୪ ଗେଟ୍। ବାମ ପାର୍ଶ୍ୱର ୩ ଓ ଡାହାଣ ପାର୍ଶ୍ୱର ଗୋଟିଏ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ। ମୋଟ୍ ୪ଟି ସ୍ଲୁଇସ୍ ଗେଟ୍ […]

ପୁରୀ ସମୁଦ୍ରରେ ଅଘଟଣ

ଗାଧୋଉଥିବା ବେଳେ ବୁଡ଼ି ଗଲେ ଦୁଇ ପର୍ଯ୍ୟଟକ ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ଗାଧୋଉଥିବା ବେଳେ ରିପ୍ କରେଣ୍ଟରେ ପଡ଼ି ବୁଡ଼ି ଗଲେ ଦୁଇ ପର୍ଯ୍ୟଟକ। ପୁରୀ ହୋଟେଲ ସମ୍ମୁଖ ସମୁଦ୍ର କୂଳ […]