ଇରାନକୁ ଟ୍ରମ୍ପଙ୍କ ନୂଆ ଚେତାବନୀ

୪୮ ଘଣ୍ଟା ପରେ ହେବ ଭୟଙ୍କର ଆକ୍ରମଣ ୪୮ ଘଣ୍ଟା ପରେ ହେବ ଭୟଙ୍କର ଆକ୍ରମଣ । ଇରାନକୁ ଟ୍ରମ୍ପଙ୍କ ନୂଆ ଚେତାବନୀ, ନୂଆ ଡେଡଲାଇନ୍ । ହୋର୍ମୁଜ ଖୋଲିବାକୁ ୪୮ ଘଣ୍ଟାର ଡେଡଲାଇନ […]

୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିଲା ମୋହର

୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିଲା ମୋହର ଓଡ଼ିଶାର ମେଡ଼ିକାଲ, ଇଞ୍ଜିନିଅରିଂ, ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ନୀତିରେ ଆଜି ରାଜ୍ୟ କ୍ୟାବିନେଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି […]

ଏଣିକି ଓଡ଼ିଆରେ ନାମଫଳକ ମାରିବା ବାଧ୍ୟତାମୂଳକ

ଏଣିକି ଓଡ଼ିଆରେ ନାମଫଳକ ମାରିବା ବାଧ୍ୟତାମୂଳକ ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତାମୂଳକ। ଯଦି ନ ଲେଖିବେ ତେବେ ଆଇନର […]

ଡହଡହ ଖରାକୁ ଝାଞ୍ଜି ମାଡ଼

୯ଟି ସ୍ଥାନରେ ୪୦ ଡିଗ୍ରୀ ଡେଇଁଲା ପାରଦ ଦିନରେ ଜଳାଉଛି, ରାତିରେ ଢାଳୁଛି । ଡହଡହ ଖରାକୁ ଝାଞ୍ଜି ମାଡ଼ । ୯ଟି ସ୍ଥାନରେ ୪୦ ଡିଗ୍ରୀ ଡେଇଁଲା ପାରଦ। ଗତକାଲି ସର୍ବାଧିକ ତାତି […]

କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ଲାଗିପାରେ ମୋହର

ବସିବ ରାଜ୍ୟ କ୍ୟାବିନେଟ୍ ଆଜି ରାଜ୍ୟ କ୍ୟାବିନେଟ୍ । ସନ୍ଧ୍ୟା ୬ଟାରେ ବସିବ ବୈଠକ। ଆଜିର ବୈଠକରେ ରାଜ୍ୟ ପାଇଁ କିଛି ଗୁରୁତ୍ୱପୂର୍ଣ୍ଣ ଚିଠା ପ୍ରସ୍ତାବ ଉପରେ ମୋହର ବାଜିବାକୁ ଯାଉଛି । ୭ଟି […]

ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ମଞ୍ଜୁରୀ ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି । ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଜଙ୍ଗଲ ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ […]

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜିଲ୍ଲା ଗସ୍ତରେ ଯିବେ ନବୀନ ପଟ୍ଟନାୟକ

ବିଭିନ୍ନ ଜିଲ୍ଲା ବୁଲିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବିଭିନ୍ନ ଜିଲ୍ଲା ବୁଲିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜିଲ୍ଲା ଗସ୍ତରେ ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ […]

୮ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି

୮ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ପୁଣି ୮ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି । ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇଛନ୍ତି […]

ଆଜିଠୁ ସକାଳୁଆ ସ୍କୁଲ

ଆଜିଠୁ ସକାଳୁଆ ସ୍କୁଲ ଆଜିଠୁ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ରାଜ୍ୟ ସରକାର ପକ୍ଷରୁ ଏହି ବଡ଼ ନିଷ୍ପତି ନିଆଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟକୁ ଗୁରୁତ୍ୱ […]

ଅବକାରୀ ବିଭାଗର ନୂଆ ଗାଇଡଲାଇନ

୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ ଅବକାରୀ ବିଭାଗର ନୂଆ ଗାଇଡଲାଇନ । ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ । ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର […]