ରାଉରକେଲାରେ ବଡ଼ ଧରଣର ବିମାନ ଦୁର୍ଘଟଣା

ରାଉରକେଲାରେ ବଡ଼ ଧରଣର ବିମାନ ଦୁର୍ଘଟଣା, ୬ ଆହତ ରାଉରକେଲାରେ ବଡ଼ ଧରଣର ବିମାନ ଦୁର୍ଘଟଣା । ଅବତରଣ କଲା ବେଳେ କ୍ରାସ କଲା ବିମାନ । ଭୁବନେଶ୍ବରରୁ ରାଉରକେଲା ଆସୁଥିଲା ଯାତ୍ରୀବାହୀ ବିମାନ […]

ପ୍ରବଳ ଶୀତ ପାଇଁ କଟକ ଜିଲ୍ଲାରେ ବଦଳିଲା ସ୍କୁଲ ସମୟ

କଟକ ଜିଲ୍ଲାରେ ବଦଳିଲା ସ୍କୁଲ ସମୟ ପ୍ରବଳ ଶୀତ ପାଇଁ କଟକ ଜିଲ୍ଲାରେ ବଦଳିଲା ସ୍କୁଲ ସମୟ । ପ୍ରବଳ ଥଣ୍ଡା ଓ ଘନ କୁହୁଡ଼ି ତଥା ସେସନ ଏଣ୍ଡ ପରୀକ୍ଷାକୁ ଦୃଷ୍ଟିରେ ରଖି […]

ଜାନୁଆରୀ ୨୯ରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ ହେବ

ଜାନୁଆରୀ ୨୮ରୁ ସଂସଦର ବଜେଟ ଅଧିବେଶନ ଏଥର ରବିବାରରେ ହେବ କେନ୍ଦ୍ର ବଜେଟ ଉପସ୍ଥାପନ । ଜାନୁଆରୀ ୨୮ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୨ପର୍ଯ୍ୟନ୍ତ ଚାଲିବ […]

ଆଇନ ଆସିଲେ ଲିଙ୍ଗରାଜ ମନ୍ଦିର ସେବା, ନୀତି ଓ ପର୍ବପର୍ବାଣୀ ଶୃଙ୍ଖଳିତ ହେବ

ଲିଙ୍ଗରାଜ ମନ୍ଦିର ନୀତିକାନ୍ତି ପାଇଁ ଆସିଲା ଅନ୍ତରୀଣ ରିପୋର୍ଟ ଲିଙ୍ଗରାଜ ମନ୍ଦିର ନୀତିକାନ୍ତି ପାଇଁ ଆସିଲା ଅନ୍ତରୀଣ ରିପୋର୍ଟ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଲିଙ୍ଗରାଜ ମନ୍ଦିର ସ୍ବତ୍ବଲିପି କମିଟିର ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି […]

୬୩ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

୬୩ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ ୬୩ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ା ଏସପିଙ୍କ ପାଖରେ ୬୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ଜଣ […]

ବାହାର ଲୋକ କେହି ରଖି ଭକ୍ତ ନିବାସରେ ଗାଡ଼ି ପାର୍କିଂ କରିପାରିବେ ନାହିଁ

କମିବନି ଭକ୍ତ ନିବାସ ପାର୍କିଂ ଫି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ […]

ସ୍ପଷ୍ଟୀକରଣ ରଖିଲେ ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀ

ଯାତ୍ରାକୁ ନେଇ ମୁଁ ବଞ୍ଚିଛି, ମଞ୍ଚ ଛାଡ଼ିବିନି: ପୀୟୁଷ ତ୍ରିପାଠୀ ମଞ୍ଚ ମନା ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଲେ ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀ । ସେ କହିଛନ୍ତି ମଞ୍ଚ ଛାଡିବିନି । ଯାତ୍ରା କରି […]

ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଭେଟି

୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଉପହାର ଦେଇଛନ୍ତି। ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ […]

ଆସନ୍ତା ୧୧ ଯାଏଁ ଶୀତଲହରୀ ସତର୍କତା ଜାରି କଲା ପାଣିପାଗ ବିଭାଗ

ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ଖସି ଚାଲିଛି ପାରଦ। ଆସନ୍ତା ୧୧ ଯାଏଁ ଶୀତଲହରୀ ସତର୍କତା ଜାରି କଲା ପାଣିପାଗ ବିଭାଗ। ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ […]

ରାଜ୍ୟପାଳଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ବୋମାରେ ଉଡ଼ାଇ ଦେବାକୁ ଧମକ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ବୋମାରେ ଉଡ଼ାଇ ଦେବାକୁ ଧମକ । ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷଙ୍କୁ ମିଳିଛି ହତ୍ୟା ଧମକ । ଏକ ଇମେଲ୍ ଜରିଆରେ […]

ଓଡ଼ିଶାରେ ଲାଗୁ ହେବ ପିଏମ୍‌-ରାହତ ଯୋଜନା

ସଡ଼କ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ସରକାର ଦେବେ ଦେଢ଼ ଲକ୍ଷ ଏଣିକି ସଡ଼କ ଦୁର୍ଘଟଣାରେ କେହି ଆହତ ହେଲେ ତାଙ୍କୁ ଘରୋଇ ଓ ସରକାରୀ ଡାକ୍ତରଖାନାରେ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯିବ। ଏଥିପାଇଁ […]