୧୬ରେ ସର୍ବଦଳୀୟ ବୈଠକ

୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ ୧୬ରେ ସର୍ବଦଳୀୟ ବୈଠକ । ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ । ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ । ସୁରୁଖୁରରେ ବିଧାନସଭା […]

ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ! ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶା ଆସିବା ପାଇଁ ଆମନ୍ତ୍ରଣ ଦିଆଯାଇଛି । କେଉଁ ତାରିଖରେ ଓଡ଼ିଶା […]

ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଗଣନା ଶେଷ

ଭିତରକନିକାରେ ୧ ଲକ୍ଷ ୩୦ ହଜାର ୭୯୬ ଦେଶୀୟ ପକ୍ଷୀ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଗଣନା ଶେଷ ହୋଇଛି। ରାଜନଗର ବନଖଣ୍ଡର କନିକା ଓ ରାଜନଗର ରେଞ୍ଜରେ ଏହି […]

ବର୍ଷା ନେଇ ୬ ଜିଲ୍ଲାକୁ ଆଲର୍ଟ ଜାରି

ଦକ୍ଷିଣ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ସମ୍ଭାବନା ଦକ୍ଷିଣ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଓ […]

୫ ଘଣ୍ଟା ଜଗା ଦର୍ଶନ ବନ୍ଦ

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଆଜି ୫ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ […]

ଏନଓସି ନହେଲେ ମିଳିବନି ପୂଜା ଆୟୋଜନ ଅନୁମତି

କଟକରେ ପୂଜା ପେଣ୍ଡାଲ ପାଇଁ ଏନଓସି ବାଧ୍ୟତାମୂଳକ କଟକରେ ପୂଜା ପେଣ୍ଡାଲ ପାଇଁ ଏନଓସି ନେବାକୁ ବାଧ୍ୟ। ନହେଲେ ମିଳିବନି ଆୟୋଜନ ଅନୁମତି। ପୂଜା ପେଣ୍ଡାଲ ଓ ଭସାଣୀ ଶୋଭାଯାତ୍ରା ପାଇଁ ଅନୁମତି ବାଧ୍ୟତାମୂଳକ। […]

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା

ଭୁବନେଶ୍ବର ନ୍ୟୁ ସିଟି ମାଷ୍ଟର ପ୍ଲାନକୁ ମଞ୍ଜୁରୀ ରାଜ୍ୟ କ୍ୟାବିନେଟର ୨୬ତମ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ । ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ୫ଟି […]

ସୁଭଦ୍ରା ସମୀକ୍ଷା ପରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା

୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କର ହେବ ଡୋର୍ ଟୁ ଡୋର୍ ସର୍ଭେ ସୁଭଦ୍ରା ସମୀକ୍ଷା ପରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । ତୃତୀୟ ପର୍ୟ୍ୟାୟରୁ ବଞ୍ଚିତ ହୋଇଥିବା ୨ ଲକ୍ଷ […]

କାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି […]

ସନ୍ଧ୍ୟା ୫ଟା ସୁଦ୍ଧା କ୍ବାଟର୍ସ ଖାଲି କରିବାକୁ ନିର୍ଦ୍ଦେଶ

ଉତ୍କଳ ବିଶ୍ଵବିଦ୍ୟାଳୟର ଷ୍ଟାଫ କ୍ୱାଟରରେ ଲାଗିଲା ନୋଟିସ ଉତ୍କଳ ବିଶ୍ଵବିଦ୍ୟାଳୟର ଷ୍ଟାଫ କ୍ୱାଟରରେ ଲାଗିଲା ନୋଟିସ । ଅବୈଧ ଭାବେ ବିଶ୍ଵବିଦ୍ୟାଳୟର କ୍ୱାଟରରେ ଅକ୍ତିଆର କରିଥିବା ସମସ୍ତଙ୍କୁ ନୋଟିସ ଜାରି କରିଛି ବାଣୀବିହାର ପ୍ରଶାସନ […]

୧୩ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଆଜିଠୁ ବଢ଼ିବ ବର୍ଷା ଆଜିଠୁ ବଢ଼ିବ ବର୍ଷା । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । […]