IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି

IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ୨ ବର୍ଷ ବୃଦ୍ଧି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି । ୨ ବର୍ଷ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। କାର୍ଯ୍ୟକାଳ ବୃଦ୍ଧିକୁ କ୍ୟାବିନେଟ […]

ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ

ଶ୍ରୀମନ୍ଦିରରେ ଆହୁରି କଡ଼ାକଡ଼ି ହେବ ଚେକିଂ: ପୃଥ୍ୱୀରାଜ ହରିଚନ୍ଦନ ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା […]

ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ

ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ ଏଣିକି ଆଉ ଅଫିସକୁ ମନଇଚ୍ଛା ଆସିପାରିବେନି ସରକାରୀ କର୍ମଚାରୀ । ନଚେତ ଅଫିସରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ସବୁ ରାଜସ୍ୱ କାର୍ଯ୍ୟାଳୟରେ ବସିବ ବାୟୋମେଟ୍ରିକ । ଜିଲ୍ଲାର […]

ଆରପାରିରେ ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ

ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ପରଲୋକ ଆରପାରିରେ ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ। ଆଜି ଅର୍ଥାତ ମଙ୍ଗଳବାର ଦିନ ତାଙ୍କର ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ଧରି ଅସୁସ୍ଥ […]

ଅପାରଗ ଅଧିକାରୀଙ୍କ ତଥ୍ୟ ମାଗିଲେ ରାଜ୍ୟ ସରକାର

ବିଦା ହେବେ ଅଯୋଗ୍ୟ ଅଫିସର କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତାହାର ତଥ୍ୟ ମାଗିଲେ ରାଜ୍ୟ ସରକାର। ଏ […]

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା

ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ : ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା […]

ଶ୍ରୀମନ୍ଦିରରୁ ପୁଣି ସ୍ପାଏ କ୍ୟାମେରା ଜବତ, ଗୁଜରାଟର ବିପୂଲ୍ ପଟେଲ ଗିରଫ

ଶ୍ରୀମନ୍ଦିରରୁ ପୁଣି ସ୍ପାଏ କ୍ୟାମେରା ଜବତ ପୁଣି ପୁରୀ ଶ୍ରୀମନ୍ଦିରରୁ ସ୍ପାଏ କ୍ୟାମେରା ଜବତ ।  ହିଡେନ କ୍ୟାମେରା ଦ୍ବାରା ଶ୍ରୀମନ୍ଦିର ଭିତରେ ଫଟୋ ଉଠାଉଥିବା ଗୁଜରାଟର ବିପୂଲ୍ ପଟେଲ ଗିରଫ ।  ହିଡେନ […]

୧୧ ଟି ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ବିଜ୍ଞପ୍ତି ଜାରି

୧୧ ଟି ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ବିଜ୍ଞପ୍ତି ଜାରି ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ନିମନ୍ତେ ୧୧ଗୋଟି ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ […]

ପୁଣି ଭାରତକୁ ଟାର୍ଗେଟ କଲେ ଡୋନାଲ୍ଡ ଟ୍ରମ୍ପ

ଋଷରୁ ତେଲ କିଣି ଲାଭ କମାଉଛି ଭାରତ:  ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଭାରତ ବିରୋଧରେ ଏକ କଡ଼ା ମନ୍ତବ୍ୟ ଦେଇଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ ଭାରତ ଋଷ୍‌ […]

ଗିନିଜ୍‌ ୱାର୍ଲ୍ଡ ରେକର୍ଡ କଲା ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’

ଗିନିଜ୍‌ ୱାର୍ଲ୍ଡ ରେକର୍ଡ କଲା ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’ ପରୀକ୍ଷା ପେ ଚର୍ଚ୍ଚା ୨୦୨୫ ଗିନିଜ୍‍ ବିଶ୍ୱ ରେକର୍ଡରେ ସ୍ଥାନିତ ହୋଇଛି । ଗୋଟିଏ ମାସରେ ସର୍ବାଧିକ ପଞ୍ଜିକରଣ ଆଧାରରେ ଏହି ରେକର୍ଡ଼ […]

ଏଣିକି ବିଭିନ୍ନ ଘରୋଇ ସଂସ୍ଥାରେ ରାତିରେ କାମ କରିପାରିବେ ମହିଳା

ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ ଏଣିକି ବିଭିନ୍ନ ଘରୋଇ ସଂସ୍ଥାରେ ରାତିରେ କାମ କରିପାରିବେ ମହିଳା। ନାଇଟ୍ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର। […]