ଓଡ଼ିଶା ଏନକାଉଣ୍ଟରରେ ୩ ନକ୍ସଲ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ User 003 July 26, 2025 0 ଏନକାଉଣ୍ଟରରେ ୩ ନକ୍ସଲ ନିହତ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗୁମଲାରେ ପୋଲିସ ନିଷିଦ୍ଧ ଉଗ୍ରବାଦୀ ସଂଗଠନ ଜେଜେଏମପି ମଧ୍ୟରେ ଗୁଳି ବିନିମୟ । ଘାଘରା ଥାନା ସେହଲ ଲଭଡାଗ ଗାଁରେ ଏହି ଏନକାଉଣ୍ଟର ହୋଇଛି । […]
ଓଡ଼ିଶା ୧୫ ଦିନରୁ ୧ ମାସ ମଧ୍ୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ User 003 July 26, 2025 0 ଖୁବଶୀଘ୍ର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଖୁବଶୀଘ୍ର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ। ପ୍ରତିକ୍ରିୟା ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କାମ ମୁଖ୍ୟମନ୍ତ୍ରୀଙ୍କର, ଯାହା ଦାୟିତ୍ୱ ରହିଛି ସେ ନିର୍ବାହ କରୁଛନ୍ତି। […]
ଓଡ଼ିଶା କୋଟିପତି ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ User 003 July 26, 2025 0 କୋଟିପତି ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ କୋଟିପତି ଡେପୁଟି ରେଞ୍ଜର ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କୁ ଭିଜିଲାନ୍ସ ଗିରଫ କରିଛି । […]
ଓଡ଼ିଶା ସାମ୍ବାଦିକଙ୍କ ପେନସନ୍ ୬ ହଜାରରୁ ୧୫ ହଜାରକୁ ବୃଦ୍ଧି User 003 July 26, 2025 0 ବିହାରରେ ବଢ଼ିଲା ସାମ୍ବାଦିକଙ୍କ ପେନସନ୍ ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ନୀତିଶ କୁମାରଙ୍କ ବଡ଼ ଘୋଷଣା। ସାମ୍ବାଦିକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ଏଣିକି ମାସକୁ ସାମ୍ବାଦିକଙ୍କୁ ମିଳିବ ୧୫ ହଜାର ପେନସନ୍ […]
ଓଡ଼ିଶା ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ User 003 July 26, 2025 0 ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ ପ୍ରଫେସର ଯଜ୍ଞେଶ୍ବେର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ ମିଳିଛି। ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ ନିଯୁକ୍ତି ନେଇ ଶୁକ୍ରବାର ରାଜଭବନ ପକ୍ଷରୁ […]
ଓଡ଼ିଶା ୨୮ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି User 003 July 26, 2025 0 ୨୮ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଆସନ୍ତା ସୋମବାର ଜୁଲାଇ ୨୮ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ୧୦୦୦ ଜଣ ଆବେଦନକାରୀ ସେମାନଙ୍କର ନାମ ଅନଲାଇନ୍ ଯୋଗେ ପଞ୍ଜୀକରଣ କରିସାରିଛନ୍ତି। […]
ଓଡ଼ିଶା ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର User 003 July 26, 2025 0 ଏକାସାଙ୍ଗରେ ୩୦ ଦିନର ଛୁଟି ନେଇପାରିବେ ସରକାରୀ କର୍ମଚାରୀ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ଏବେ ଏକାସାଙ୍ଗରେ ମିଳିବ ୩୦ ଦିନର ଛୁଟି । ଆଉ କଟିବନି ଦରମା । ପରିଣତ […]
ଓଡ଼ିଶା ଉପରମୁଣ୍ଡରେ ଫୁଲୁଛି ମହାନଦୀ, ବଢ଼ୁଛି ଜଳସ୍ତର User 003 July 26, 2025 0 ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ଉପରମୁଣ୍ଡରେ ଫୁଲୁଛି ମହାନଦୀ, ବଢ଼ୁଛି ଜଳସ୍ତର । ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି […]
ଓଡ଼ିଶା ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା User 003 July 26, 2025 0 ବର୍ଷା ପାଇଁ ସରକାରୀ ଛୁଟି ବାତିଲ କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ କଲା ଜିଲ୍ଲା ପ୍ରଶାସନ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି କଟକ ଜିଲ୍ଲାପାଳ […]
ଓଡ଼ିଶା ୩୩ ଟି ଏମଓୟୁ ସ୍ବାକ୍ଷରିତ ହୋଇଥିବା ବେଳେ ୫୩ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି User 003 July 25, 2025 0 ଓଡ଼ିଶା ହେବ ଟେକ୍ସଟାଇଲ ହବ୍ ଓଡ଼ିଶା ହେବ ଟେକ୍ସଟାଇଲ ହବ୍। ଲୋକେ ଓଡ଼ିଶାରେ ରହି କାମ କରିବେ। ତାମିଲନାଡୁ, ମୁମ୍ବାଇ, ଗୁଜୁରାଟ ଯିବେନି ଓଡ଼ିଶା ଲୋକେ। ଆଜି ୭ ହଜାର ୮୦୮ କୋଟି ଟଙ୍କାର […]
ଓଡ଼ିଶା ସବୁ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ User 003 July 25, 2025 0 ବର୍ଷାକୁ ନେଇ ସବୁ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି ଅବପାତ ବର୍ଷାକୁ ନେଇ ସବୁ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି। ସବୁ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଲେ SRC।ମୟୂରଭଞ୍ଜ, କେନ୍ଦୁଝରରେ ଭୀଷଣ ବର୍ଷା ସମ୍ଭାବନା ରହିଛି […]