ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ଫୁଟ୍ ପାଥରେ ଚାଲିବା ଏବେ ଆପଣଙ୍କ ମୌଳିକ ଅଧିକାର ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଫୁଟ୍ ପାଥରେ ଚାଲିବା ଏବେ ଆପଣଙ୍କ ମୌଳିକ ଅଧିକାର । ଗାଡ଼ି ନୁହେଁ, ପଦଚାରୀ ସବୁଠୁ ଆଗେ ! […]

ଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ପାଇଁ ଆସିଲା ନୂଆ SOP

ଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ପାଇଁ ଆସିଲା ନୂଆ SOPଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ପାଇଁ ଆସିଲା ନୂଆ SOP ଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ପାଇଁ ନୂଆ SOP । ଆପାର୍ଟମେଣ୍ଟ କିଣାବିକା ପାଇଁ ଆସିଲା ସହଜ ନିୟମ । ଓଡ଼ିଶାରେ […]

ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ରାଷ୍ଟ୍ରପତି

ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଇରଂଗପୁର ଗସ୍ତ ଅବସରରେ ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତିରେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଦେଶ ପ୍ରତି […]

ରାଇରଙ୍ଗପୁର ଦାଣ୍ଡବୋଷରେ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ରାଷ୍ଟ୍ରପତିଙ୍କ ଗାଁ ପାହାଡ଼ପୁର ହେବ ସୋଲାର ଗାଁ ରାଷ୍ଟ୍ରପତିଙ୍କ ଗାଁ ମୟୂରଭଞ୍ଜର ପାହାଡ଼ପୁର ହେବ ସୋଲାର ଗାଁ । ରାଇରଙ୍ଗପୁର ଦାଣ୍ଡବୋଷରେ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି । ରାଜ୍ୟରେ ବିଜେପି ସରକାରର ଦୁଇ […]

୪୭,୬୦୦ କୋଟିର କୋଟିର ମେଗା ଭେଟି ଦେଲେ ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତିଙ୍କ ଜନ୍ମମାଟିରେ ବଡ଼ ଇତିହାସ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୪୭ ହଜାର ୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍ ଘାଟନ । ରାଷ୍ଟ୍ରପତିଙ୍କ ଜନ୍ମମାଟିରେ ଆଜି ଏକ ବଡ଼ […]

ବଢ଼ିଲା +୩ ସିଟ୍ ସଂଖ୍ୟା, ଛାତ୍ରଛାତ୍ରୀଙ୍କ ଚାହିଦାକୁ ଦୃଷ୍ଟିରେ ରଖି ସରକାରଙ୍କ ନିଷ୍ପତ୍ତି

ବଢ଼ିଲା +୩ ସିଟ୍ ସଂଖ୍ୟା ବଢ଼ିଲା ବିଭିନ୍ନ ସ୍ନାତକ ପାଠ୍ୟକ୍ରମରେ ସିଟ୍ ସଂଖ୍ୟା । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକ ପାଠ୍ୟକ୍ରମରେ ସିଟ୍ ସଂଖ୍ୟା ବୃଦ୍ଧି କରାଯାଇଛି । […]

ପୁନଃପରୀକ୍ଷାକୁ ସ୍ୱଚ୍ଛ ଓ ନକଲ-ମୁକ୍ତ କରିବା ପାଇଁ NTAର ଗାଇଡ୍ ଲାଇନ୍

NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ NEET ପାଇଁ ବାୟୋମେଟ୍ରିକ୍ ବାଧ୍ୟତାମୂଳକ ! । ପରୀକ୍ଷା ହଲ୍ କୁ ଯିବା ପୂର୍ବରୁ ହେବ ବାୟୋମେଟ୍ରିକ୍ ଭେରିଫିକେସନ୍ । ୨୧ ତାରିଖରେ ହେବାକୁ ଥିବା NEET-UG ପୁନଃପରୀକ୍ଷାକୁ […]

ଲେବାନନ୍‌ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ, ୧୬ ମୃତ

ଲେବାନନ୍‌ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ ଇସ୍ରାଏଲ ଦକ୍ଷିଣ ଲେବାନନ୍ ଉପରେ ଭୟଙ୍କର ଆକ୍ରମଣ କରିଛି । ଫଳରେ ଏହି ଆକ୍ରମଣରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଆକ୍ରମଣରେ ଅନେକ ଆହତ […]

ଯନ୍ତ୍ରୀଙ୍କ ୩୨ଟି ଦାମୀ ପ୍ଲଟ୍ ଓ ୨ଟି ଫାର୍ମହାଉସ ଠାବ

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ କୋଟପାଡ଼ AEEଙ୍କ ଘରେ ଭିଜିଲାନ୍ସ ରେଡ୍ । ଜବତ ହେଲା ୩୨ଟି ଦାମୀ ପ୍ଲଟ୍ ଓ ୨ଟି ଫାର୍ମହାଉସ୍! । ରାଜ୍ୟରେ ଦୁର୍ନୀତି ବିରୋଧରେ ଭିଜିଲାନ୍ସ ବିଭାଗ […]

୧୮ ଲକ୍ଷ ଗରିବ ଓ ଅସହାୟ ଲୋକଙ୍କୁ ଭତ୍ତା ମିଳିନଥିବା ଅଭିଯୋଗ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ ଭତ୍ତା ବନ୍ଦକୁ ନେଇ ଓଡ଼ିଶା ରାଜନୀତି ଗରମ ! । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ । ଭତ୍ତା ନମିଳିବାରୁ ମୃତ୍ୟୁ ଅଭିଯୋଗ । ଗରିବଙ୍କ […]

ଜନ୍ମମାଟିରେ ପାଳିବେ ଜନ୍ମଦିନ

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଆଜି ରାଇରଙ୍ଗପୁରରେ ପହଞ୍ଚିବେ ରାଷ୍ଟ୍ରପତି । ଜନ୍ମମାଟିରେ ପାଳିବେ ଜନ୍ମଦିନ । ସାମିଲ ହେବେ ପ୍ରଧାନମନ୍ତ୍ରୀ। ରାଷ୍ଟ୍ରପତିଙ୍କ ଗାଁ ବୁଲିବେ । ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର […]