ଶ୍ରୀକାକୁଲମର ପଲାସା ନିକଟରେ ରେଳ ଦୁର୍ଘଟଣା

ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍ ପୁଣି ରେଳ ଦୁର୍ଘଟଣା। ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ଘଟିଛି ଏକ ରେଳ ଦୁର୍ଘଟଣା। ବିଶାଖାପାଟଣା ଦେଇ ସାଲିମାର ଯାଉଥିବା […]

ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଆଜିଠୁ ୧୨ ତାରିଖ ଯାଏଁ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା । ଏହା ଆସନ୍ତା ୨୪ ଘଣ୍ଟା […]

ମିଆଁମାର ଭୂମିକମ୍ପରେ ବଢୁଛି ମୃତ୍ୟୁ ସଂଖ୍ୟା

ମିଆଁମାର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୩,୬୦୦କୁ ବୃଦ୍ଧି ମିଆଁମାରରେ ହୋଇଥିବା ଭୟଙ୍କର ଭୂମିକମ୍ପ ପରଠାରୁ ଏପର୍ଯ୍ୟନ୍ତ ମୋଟ ୯୮ଟି ଭୂମିକମ୍ପ ଅନୁଭୂତ ହୋଇଛି। ଦେଶର ପାଣିପାଗ ଏବଂ ଜଳବିଜ୍ଞାନ ବିଭାଗ ମଙ୍ଗଳବାର ଏହି ସୂଚନା […]

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ଼ ସୂଚନା

ଚଳିତ ମାସ ଶେଷ ସୁଦ୍ଧା ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା ଚଳିତ ମାସ ଶେଷ ସୁଦ୍ଧା ଶ୍ରୀଜିଉଙ୍କ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା। ସୂଚନା ଦେଲେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବ୍ରହ୍ମପୁରରେ ତାରାତାରେଣୀ ଦର୍ଶନ […]

ମୁହଁ ଖୋଲିଲେ ବିଜେଡିର ବରିଷ୍ଠ ନେତା ପଦ୍ମନାଭ ବେହେରା

‘ପାଣ୍ଡିଆନ ସନ୍ନ୍ୟାସ ନେଇଛନ୍ତି, ତାଙ୍କ ଚର୍ଚ୍ଚା କରି ଦଳର କ୍ଷତି କରୁଛନ୍ତି’ ପାଣ୍ଡିଆନଙ୍କ ସପକ୍ଷରେ ୪ ସାଂସଦଙ୍କ ପୋଷ୍ଟ ପ୍ରସଙ୍ଗ । ମୁହଁ ଖୋଲିଲେ ବିଜେଡିର ବରିଷ୍ଠ ନେତା ପଦ୍ମନାଭ ବେହେରା । ଆଉ […]

ମେ’ ୨ୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ

ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ବିଜ୍ଞାନ ପ୍ରଶ୍ନପତ୍ରରେ ୪ […]

ଓଡ଼ିଶାକୁ ଆସିବ ୩୦ ହଜାର ୫୯୫ କୋଟିର ନିବେଶ

ଦିଲ୍ଲୀରେ ଶିଳ୍ପପତିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ଓଡ଼ିଶାକୁ ଆସିବ ୩୦ ହଜାର ୫୯୫ କୋଟିର ନିବେଶ । ପ୍ରମୁଖ କମ୍ପାନୀର ପ୍ରତିନିଧିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ନିବେଶ ବୃଦ୍ଧି ତଥା ନୂତନ ଶିଳ୍ପ […]

ପୁରୀ ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ

ଜଳିଗଲା ଟୁରିଷ୍ଟ ବସ୍ ଜଳିଗଲା ଟୁରିଷ୍ଟ ବସ୍ । ପୁରୀ ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍ । ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା […]

ଛତିଶଗଡ଼ ସରକାରଙ୍କ ଆତ୍ମସମର୍ପଣ ନୀତିରେ ଆକର୍ଷିତ ହୋଇ ୩୧ ମାଓବାଦୀ ଆତ୍ମସମର୍ପଣ

୩୧ ମାଓବାଦୀଙ୍କ ଆତ୍ମସମର୍ପଣ ୩୧ ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୋଲିସ ନିକଟରେ ୩୧ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି ।  ଦାନ୍ତେୱାଡା ଏସପିଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀ […]

ପାଣ୍ଡିଆନଙ୍କ ପାଇଁ ବିଜେଡି ଦୁଇଫାଳ

ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ମାନସ ମଙ୍ଗରାଜ, ନିରଞ୍ଜନ ବିଶି, ସୁଲତା ଦେଓ ପାଣ୍ଡିଆନଙ୍କ ପାଇଁ ବିଜେଡି ଦୁଇଫାଳ। ତୀବ୍ର ହେଉଛି ବିଜେଡି କନ୍ଦଳ । ଦଳ ଭିତରେ ବିଜେଡି ୨ଫାଳ ପରିସ୍ଥିତି ସୃଷ୍ଟି ହୋଇଛି […]

ବଢ଼ିଲା IAS ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଲେ ହାଇକୋର୍ଟ ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲାରେ ବରିଷ୍ଠ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ଆସନ୍ତା ମେ ୫ ତାରିଖ […]