କୋଭିଡରେ ଯାଇଛି ୫୦ ଜଣ ସାମ୍ବାଦିକଙ୍କ ଜୀବନ

କରୋନାରେ ୫୦ ସାମ୍ବାଦିକଙ୍କ ମୃତ୍ୟୁ କୋଭିଡରେ ଯାଇଛି ୫୦ ଜଣ ସାମ୍ବାଦିକଙ୍କ ଜୀବନ । ଗଞ୍ଜାମରେ ୧୦, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୮, ସୁନ୍ଦରଗଡ଼ରୁ ୪ ଜଣଙ୍କ ମୃତ୍ୟୁ ହୋଇଛି । ବିଧାନସଭାରେ ମୁଖ୍ୟମନ୍ତ୍ରୀ […]

ଓଡ଼ିଶାରେ ରହିଛି ଭରପୁର ସୁନା ଖଣି

ଓଡ଼ିଶାରେ ରହିଛି ଭରପୁର ସୁନା ଖଣି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ରହିଛି ସୁନା ଖଣିର ସନ୍ଧାନ । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା। ଦେବଗଡ଼, […]

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଦିଲ୍ଲୀପ ରାୟ

ପ୍ରଧାନମନ୍ତ୍ରୀଙ୍କ ନିକଟରେ ୩ଟି ପ୍ରମୁଖ ଦାବି ରଖିଲେ ଦିଲ୍ଲୀପ ରାୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଦିଲ୍ଲୀପ ରାୟ। ପ୍ରଧାନମନ୍ତ୍ରୀଙ୍କ ନିକଟରେ ୩ଟି ପ୍ରମୁଖ ଦାବି ରଖିଲେ।ରାଉରକେଲାରେ ହେଉ ରେଳବାଇ ଡିଭିଜନ, ଷ୍ଟିଲ ପ୍ଲାଣ୍ଟର […]

ଭୁବନେଶ୍ୱରରୁ ଗୋଆକୁ ଉଡିବ ବିମାନ

ଅପ୍ରେଲ୍‌ ୧ ତାରିଖରୁ ଭୁବନେଶ୍ୱରରୁ ଗୋଆକୁ ଉଡିବ ବିମାନ ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ । ବିମାନ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବ । ଆସନ୍ତା […]

ରାଜ୍ୟରେ ବଢୁଛି ମଦ୍ୟପ ଗାଡ଼ି ଚାଳକଙ୍କ ସଂଖ୍ୟା

ତିନି ବର୍ଷରେ ମଦ୍ୟପାନ ଯୋଗୁଁ ଘଟିଲାଣି ୨୧୯୭ଟି ଦୁର୍ଘଟଣା ବିଧାନସଭାରେ ଉଠିଲା ମଦ୍ୟପ ଗାଡ଼ି ଚାଳକଙ୍କ ସଂଖ୍ୟା । ରାଜ୍ୟରେ କେଉଁ ବର୍ଷ କେତେ ଦୁର୍ଘଟଣା ଘଟିଛି ଏବଂ କେଉଁ ବର୍ଷ କେତେ ଲୋକ […]

ଭୁବନେଶ୍ୱରରେ ବିପଦସଙ୍କୁଳ ଅବସ୍ଥାରେ ଚାଲୁଛି ସ୍କୁଲ ବସ୍

ରାଜଧାନୀରେ ୪୬୦ ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ ଭୁବନେଶ୍ବରରେ ୪ଶହ ୬୦ଟି ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ । ଭୁବନେଶ୍ବରରେ ୧୪୮୪ ସ୍କୁଲ ବସ୍‌ ପଞ୍ଜୀକୃତ ହୋଇଥିବାବେଳେ ସେଥିରୁ ୪୬୦ର ଫିଟ୍‌ନେସ୍‌ ନାହିଁ। ବିଧାନସଭାରେ […]

ଛତିଶଗଡ଼ ବିଜାପୁରରେ ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ

ଏନକାଉଣ୍ଟରରେ ୨୪ ମାଓବାଦୀ ନିହତ ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲା ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ । ପୋଲିସ ଏନକାଉଣ୍ଟରରେ ୨୪ ମାଓବାଦୀ […]

ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ବିଧାୟକଙ୍କ ପ୍ରତିବାଦ

ବିଧାନସଭାରେ ହୁଇସିଲ ବଜାଇ କଂଗ୍ରେସ ବିଧାୟକଙ୍କ ପ୍ରତିବାଦ ବିଧାନସଭାରେ ହୁଇସିଲ ବଜାଇ କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ବିଧାୟକଙ୍କ ଗୃହ ମଧ୍ୟଭାଗରେ ନାରାବାଜି । ମହିଳା ନିର୍ଯାତନା ପ୍ରସଙ୍ଗକୁ ନେଇ […]

ରାଜା ଚକ୍ରଙ୍କ ଘନିଷ୍ଠ ସହଯୋଗୀ ଗିରଫ

ରାଜାଙ୍କ ସହଯୋଗୀ ସମୀର ଜେନା ଗିରଫ ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲା। ବିଜେଡି ନେତା ରାଜା ଚକ୍ରଙ୍କ ଘନିଷ୍ଠ ସହଯୋଗୀ ଗିରଫ। ରାଜା ଚକ୍ରଙ୍କ ଘନିଷ୍ଠ ସହଯୋଗୀ ସମୀର ଜେନା ଗିରଫ। […]

ଆଜି ପଖାଳ ଦିବସ

ଆଜି ପଖାଳ ଦିବସ ।  ଓଡ଼ିଆଙ୍କ ପରିଚୟ ପଖାଳ ଆଜି ପଖାଳ ଦିବସ ।  ଓଡ଼ିଆଙ୍କ ପରିଚୟ ପଖାଳ । ସେ ଗାଁ ହେଉ କି ସହର, ପଖାଳ ବାସ୍ନା ସବୁବେଳେ ନିଆରା ।  […]