ସନ୍ଦୀପ ଘୋଷଙ୍କୁ ସସ୍‌ପେଣ୍ଡ କଲା IMA

ସନ୍ଦୀପ ଘୋଷଙ୍କୁ ସସ୍‌ପେଣ୍ଡ କଲା IMA ସନ୍ଦୀପ ଘୋଷଙ୍କୁ ସସପେଣ୍ଡ କଲା IMA। ମହିଳା ଡାକ୍ତର ଦୁଷ୍କର୍ମ ଓ ହତ୍ୟା ଘଟଣାରେ ବିବାଦରେ ଥିବା ଆର ଜି କର୍ ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ […]

କାଳିଆ ବଦଳରେ ସିଏମ୍ କିଷାନ୍

୩ଟି କିସ୍ତିରେ ସିଏମ୍ କିଷାନରେ ମିଳିବ ୧୨,୫୦୦ ଟଙ୍କା ରାଜ୍ୟରେ କାଳିଆ ବଦଳରେ ମିଳିବ ସିଏମ୍ କିଷାନ୍। ନୂଆଖାଇ ଏବଂ ଅକ୍ଷୟ ତୃତୀୟାରେ ମିଳିବ ସିଏମ କିଷାନ ଟଙ୍କା। ବିଧାନସଭାରେ କୃଷି ମନ୍ତ୍ରୀ କେଭି […]

ଗୃହ ଭିତରେ ମୋବାଇଲ ଓ ପାଣି ବୋତଲ ମନା

ବିଧାନସଭାକୁ ମୋବାଇଲ ଓ ପାଣି ବୋତଲ ମନା ବିଧାନସଭା ଗୃହ ଭିତରେ ମୋବାଇଲ ଓ ପାଣି ବୋତଲ ମନା । ମୋବାଇଲ, ପାଣି ବୋତଲ ନଆଣିବାକୁ କଟକଣା ଲଗାଇଛନ୍ତି ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା […]

ମାହାଙ୍ଗା ଡବଲ ମର୍ଡର ମାମଲାରେ ବଡ଼ ରାୟ

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ ଜେଲ୍ ମାହାଙ୍ଗା ଡବଲ ମର୍ଡର ମାମଲାରେ ଆସିଲା ବଡ଼ ରାୟ । ୯ ଜଣ ଦୋଷୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସାଲେପୁର ଏଡିଜେ । […]

CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭିଜିଲାନ୍ସ ଜାଲରେ CHSE ଅଧିକାରୀ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ । CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । […]

୫ ବନଖଣ୍ଡରେ ଜଗିବେ ୧୦ ସନ୍ଧାନୀ କୁକୁର

ଜଙ୍ଗଲ ଜଗିବେ କୁକୁର ଜଙ୍ଗଲ ଜଗିବେ ସନ୍ଧାନୀ କୁକୁର। ଓଡ଼ିଶାରେ ଥିବା ଅଭୟାରଣ୍ୟ ତଥା ସଂରକ୍ଷିତ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ରୋକିବାକୁ ସନ୍ଧାନୀ କୁକୁର ନିୟୋଜିତ ହେବେ। ଏ ସମ୍ପର୍କରେ ପିସିସିଏଫ୍ ସୁଶାନ୍ତ ନନ୍ଦ […]

ଆସୁଛି ଆଉ ଏକ ଲଘୁଚାପ

ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ବେଳକୁ ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା […]

ସୁଭଦ୍ରା ଯୋଜନାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉପମୁଖ୍ୟମନ୍ତ୍ରୀ

ପରିବାରର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନା ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନା ସଂପର୍କରେ ବଡ଼ ଘୋଷଣା। ପରିବାରର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନାରେ ଟଙ୍କା। ବିଧାନସଭାରେ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି। […]

ଜେଲ୍‌ରୁ ବାହାରିବେ କେ. କବିତା

କେ.କବିତାଙ୍କୁ ମିଳିଲା ଜାମିନ୍‌ ଜେଲ୍‌ରୁ ମୁକୁଳିବେ ବିଆର୍‌ଏସ୍‌ ନେତ୍ରୀ କେ.କବିତା। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା କେ.କବିତାଙ୍କୁ ମିଳିଲା ଜାମିନ୍‌। ସୁପ୍ରିମକୋର୍ଟରୁ ତାଙ୍କୁ ଆଜି ୧୦ ଲକ୍ଷ ଟଙ୍କା ମୁଚଲିକାରେ ସର୍ତ୍ତମୂଳକ […]

ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ ‘ନବାନ୍ନ’ ଘେରାଉ

ବ୍ୟାରିକେଡ୍‌ ଭାଙ୍ଗି ଧସେଇ ପଶିଲେ ଛାତ୍ର କୋଲକତା ମହିଳା ଡାକ୍ତରଙ୍କ ଦୁଷ୍କର୍ମ-ହତ୍ୟା ମାମଲାରେ ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବିରେ ‘ନବାନ୍ନ’ ଘେରାଉ କରିଛନ୍ତି ୩୦ହଜାର ଛାତ୍ରଛାତ୍ରୀ । ଅଭୟାଙ୍କୁ ନ୍ୟାୟ ଦେବାକୁ […]

ରାଜ୍ୟସଭାକୁ ସାଂସଦ ଭାବେ ନିର୍ବାଚିତ ହେଲେ ମମତା ମହାନ୍ତ

ପୁଣି ରାଜ୍ୟସଭା ଗଲେ ମମତା ମହାନ୍ତ ପୁଣି ରାଜ୍ୟସଭାକୁ ଗଲେ ମମତା । ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ ମମତା ମହାନ୍ତ। ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। […]