ଚତୁର୍ଥ ଥର ଓଡ଼ିଶା ଆସୁଛନ୍ତି ମୋଦି

୨୯ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ବିଜେପି ଫୋକସରେ ଓଡ଼ିଶା । ଆସନ୍ତା ୨୯ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ଓଡ଼ିଶା ନିର୍ବାଚନୀ […]

ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ବିଜେଡିରୁ ଇସ୍ତଫା

ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବିଜେଡି ଛାଡ଼ିଲେ ପୁଣି ଜଣେ ନେତା । ୫ ଦିନ ପୂର୍ବେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ […]

ସୋରେନଙ୍କ ଜାମିନ୍ ଆବେଦନ ଖାରଜ କଲେ କୋର୍ଟ

ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ବଡ ଝଟକା ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ବଡ ଝଟକା ଲାଗିଛି । ଅନ୍ତରୀଣ ଜାମିନ ପାଇଁ ସୋରେନଙ୍କ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ସୋରେନ୍ […]

୨୫ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ । ବାତ୍ୟା ନେଇ ସ୍ପଷ୍ଟ ହୋଇନଥିବା ବେଳେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ […]

କାଲି ଓଡ଼ିଶା ଆସିବେ ରାମାୟଣର ରାମ ଅରୁଣ ଗୋଭିଲ

୨୩ରେ ଓଡ଼ିଶା ଆସିବେ ନଡ୍ଡା-ଯୋଗୀ ୨୩ରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। କରଞ୍ଚିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ପ୍ରଚାର କରିବେ ନଡ୍ଡା। […]

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି

୨୨ରେ ଲଘୁଚାପ, ୨୪ରେ ଅବପାତ! ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ କାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଉତର-ପୂର୍ବ […]

ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ ଜବାବ ତଲବ

୪ ବିଧାୟକଙ୍କୁ ନୋଟିସ୍‌ ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍‌ । ନିମାପଡ଼ା ବିଧାୟକ ସମୀର ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ସାଏ ଓ […]

‘ସମ୍ବଲପୁରରେ ଶ୍ରମିକଙ୍କ ପାଇଁ ୫୦୦ ବେଡ୍ ବିଶିଷ୍ଟ ହସ୍ପିଟାଲ’

‘ଓଡ଼ିଆରେ ମେଡିକାଲ ପାଠ୍ୟକ୍ରମ ହେବ’ ସମ୍ବଲପୁର ଅଇଁଠାପାଲିରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଅମିତ ଶାହ । ସେ କହିଛନ୍ତି, ‘ଓଡ଼ିଶା ପୂରା ଦେଶରେ ସବୁଠୁ ସମୃଦ୍ଧ ରାଜ୍ୟ ହୋଇଥିବା ବେଳେ ଏଠାକାର ଲୋକ […]

ବିବାଦୀୟ ବୟାନ ଦେଇ କ୍ଷମା ମାଗିଲେ ସମ୍ବିତ

କ୍ଷମା ମାଗିଲେ ସମ୍ବିତ ପାତ୍ର କ୍ଷମା ମାଗିଲେ ସମ୍ବିତ ପାତ୍ର । ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ପ୍ରତିକିୟା ଦେବାବେଳେ ଜଗନ୍ନାଥଙ୍କ ସମ୍ପର୍କରେ ଭୁଲବଶତଃ ତାଙ୍କ ପାଟିରୁ […]

ଆଜି ଓଡ଼ିଶା ଆସିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ

୪ଟି ସ୍ଥାନରେ ଅମିତ ଶାହଙ୍କ ଜନସଭା ଆଜି ଓଡ଼ିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ୪ଟି ସ୍ଥାନରେ ଶାହ କରିବେ ଜୋରଦାର ପ୍ରଚାର। ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ […]

ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ

ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ଘଟିଛି। ଦୀର୍ଘ ୨୦ ଘଣ୍ଟାର ସର୍ଚ୍ଚ ଅପରେସନ୍‌ ପରେ ମୃତଦେହ ମିଳିଥିବା ସୂଚନା ମିଳିଛି । କାଲିଠୁ […]