ଲେବାନନରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍

ଲେବାନନରେ ଇସ୍ରାଏଲର ଆକ୍ରମଣ, ୧୩ ମୃତ ଲେବାନନରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍ । ଏହି ଆକ୍ରମଣରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଅନେକ ଆହତ ହୋଇଛନ୍ତି । ଆହତମାନଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ହସ୍ପିଟାଲରେ […]

ରିମାଣ୍ଡରେ ଅଲ୍ ଫଲାହ ପ୍ରତିଷ୍ଠାତା

୧୩ ଦିନିଆ ଇଡି ରିମାଣ୍ଡରେ ଅଲ୍ ଫଲାହ ପ୍ରତିଷ୍ଠାତା ଜାଭେଦ୍ ଅହମ୍ମଦ ସିଦ୍ଦିକି ୧୩ ଦିନିଆ ଇଡି ରିମାଣ୍ଡରେ ଅଲ୍ ଫଲାହ ପ୍ରତିଷ୍ଠାତା ଜାଭେଦ୍ ଅହମ୍ମଦ ସିଦ୍ଦିକି । ଡିସେମ୍ବର ୧ ତାରିଖ ଯାଏଁ […]

ଅଯୋଧ୍ୟା ରାମ ମନ୍ଦିରରେ ଧ୍ବଜାରୋହଣ କରିବେ ପ୍ରଧାନମନ୍ତ୍ରୀ

ଅଯୋଧ୍ୟା ରାମ ମନ୍ଦିର ଶିଖରରେ ଉଡିବ ଧର୍ମ ଧ୍ବଜା, ଧ୍ବଜାରୋହଣ କରିବେ ପ୍ରଧାନମନ୍ତ୍ରୀ ମୋଦି ଉତ୍ତରପ୍ରଦେଶର ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରରେ ପତାକା ଉତ୍ତୋଳନ ଉତ୍ସବ ପାଇଁ ଜୋରଦାରରେ ପ୍ରସ୍ତୁତି ଚାଲିଛି । ନଭେମ୍ବର ୨୫ […]

କାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତିଶ କୁମାର

ନୀତିଶ କୁମାର ହେଲେ ଜେଡିୟୁ ବିଧାୟକ ଦଳ ନେତା ନୀତିଶ କୁମାର ହେଲେ ଜେଡିୟୁ ବିଧାୟକ ଦଳ ନେତା । ଜେଡିୟୁ ବିଧାୟକ ଦଳ ବୈଠକରେ ନେତା ନିର୍ବାଚିତ ହୋଇଛନ୍ତି ନୀତିଶ କୁମାର । […]

ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ବୋଧନ

୨୦୩୬ ସୁଦ୍ଧା ଶ୍ରେଷ୍ଠ ୫ ରାଜ୍ୟରେ ଓଡ଼ିଶାକୁ ରଖିବାକୁ ଲକ୍ଷ୍ୟ ରଖିଛୁ ; ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ବୋଧନ ।ଆପଣମାନେ ତୃଣମୂଳସ୍ତରର ସରକାରୀ ପ୍ରତିନିଧି। ସରକାରୀ ଯୋଜନାର ସଫଳ ରୂପାୟନ […]

ଦୁର୍ନୀତି ନେଇ କ୍ଷୋଭ ପ୍ରକାଶ କଲେ ରାଜସ୍ବ ମନ୍ତ୍ରୀ

ସରକାରୀ କାର୍ଯ୍ୟାଳୟ ଦଲାଲ ମୁକ୍ତ ହେବା ଦରକାର: ରାଜସ୍ବ ମନ୍ତ୍ରୀ ଜିଲ୍ଲାପାଳ ସମ୍ମିଳନୀରେ ଦୁର୍ନୀତି ନେଇ କ୍ଷୋଭ ପ୍ରକାଶ କଲେ ରାଜସ୍ବ ମନ୍ତ୍ରୀ ।ମିଡିଲ୍‌ ମ୍ୟାନ୍‌ ସିଷ୍ଟମ ହଟିବା ଦରକାର କହିଲେ ମନ୍ତ୍ରୀ ସୁରେଶ […]

ଆନ୍ଧ୍ରପ୍ରଦେଶରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା

କୁଖ୍ୟାତ ମାଓବାଦୀ ହିଡ୍‌ମା ନିପାତ ଆନ୍ଧ୍ରପ୍ରଦେଶରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଏନ୍‌କାଉଣ୍ଟରରେ କୁଖ୍ୟାତ ମାଓ ନେତା ହିଡ୍‌ମା ନିପାତ । ହିଡ୍‌ମା ନାଁରେ ଥିଲା ୧ କୋଟି ଟଙ୍କାର ପୁରସ୍କାର । ତାଙ୍କ […]

ହ୍ୟୁମାନଙ୍କ ମାଆଙ୍କ ବଡ ଅଭିଯୋଗ

ହ୍ୟୁମାନଙ୍କ ପରଲୋକ ପରେ ବଡ଼ ଅଭିଯୋଗ ଆଣିଲେ ତାଙ୍କ ମାଆ, କହିଲେ ମୋ ପୁଅକୁ କରାଯାଉଥିଲା ୟୁଜ ହ୍ୟୁମାନ ସାଗରଙ୍କ ପରଲୋକ ପରେ ବଡ଼ ଅଭିଯୋଗ ଆଣିଲେ ତାଙ୍କ ମାଆ । ସେ କହିଛନ୍ତି, […]

ସାଲିଆ ସାହିରେ ଜବରଦଖଲ ଉଚ୍ଛେଦ ଆରମ୍ଭ

ସାଲିଆ ସାହିରେ ଜବରଦଖଲ ଉଚ୍ଛେଦ, ବସ୍ତିବାସିନ୍ଦାଙ୍କ ବିରୋଧ ରାଜଧାନୀ ଉପଖଣ୍ଡ ସାଲିଆ ସାହିରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି । ବିଏମସି ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଉଥିବା ବେଳେ ଜୋରଦାର ବିରୋଧ କରିଛନ୍ତି ବସ୍ତିବାସିନ୍ଦା […]

ଟିଟିଲାଗଡ଼ରେ ହେବ ହ୍ୟୁମାନଙ୍କ ଶେଷକୃତ୍ୟ

ଜନ୍ମମାଟିରେ ହେବ ହ୍ୟୁମାନଙ୍କ ଶେଷକୃତ୍ୟ, କଟକ ବାସଭବନରୁ ଗଲେ ଟିଟିଲାଗଡ଼ ଅଫେରା ରାଇଜରେ ଓଲିଉଡ ସିଙ୍ଗର ହ୍ୟୁମାନ ସାଗର । ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି। ସେଠାରୁ ତାଙ୍କ କଟକସ୍ଥିତ ବାସଭବନ […]

ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ହଟାଇବା ଦାବିରେ କେନ୍ଦୁଝର ବନ୍ଦ

ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ ଆଜି ୧୨ ଘଣ୍ଟିଆ କେନ୍ଦୁଝର ଜିଲ୍ଲା ବନ୍ଦ । ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସଦର ଥାନା ଅଞ୍ଚଳରେ ଭିନ୍ନକ୍ଷମ […]