ଜୁଲାଇ ୨୦ରୁ ସଂସଦର ମୌସୁମୀ ଅଧିବେଶନ

ଜୁଲାଇ ୨୦ରୁ ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ ତାରିଖରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । ୨୫ ଦିନ ଧରି ମୌସୁମୀ ଅଧିବେଶନ ଚାଲିବ । ଅଗଷ୍ଟ ୧୩ ତାରିଖରେ ଶେଷ […]

ପୁଣି ଟେଲିଗ୍ରାମକୁ କେନ୍ଦ୍ର ସରକାରଙ୍କ ନୋଟିସ୍, ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

ଟେଲିଗ୍ରାମକୁ ପାଇରେସି ନୋଟିସ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମରେ ସିନେମା ଏବଂ OTT ପ୍ଲାଟଫର୍ମରୁ ପାଇରେଟେଡ୍ ବିଷୟବସ୍ତୁ ପ୍ରସାରଣକୁ ନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏହି ମାମଲାରେ କେନ୍ଦ୍ର ସରକାର […]

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଓମ୍‌ସାର ଆଲୋଚନା ପରେ ଡାକ୍ତର ଆନ୍ଦୋଳନ ସ୍ଥଗିତ, ଆଜିଠୁ କାର୍ଯ୍ୟରେ ଯୋଗ ଦେବେ

ଡାକ୍ତର ଆନ୍ଦୋଳନ ସ୍ଥଗିତ ଓଡ଼ିଶାରେ ସରକାରୀ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ । ରାଜ୍ୟର ସ୍ୱାଭାବିକ ହେବ ସ୍ୱାସ୍ଥ୍ୟ ସେବା । ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏସନ ବା OMSA ପକ୍ଷରୁ ଡାକରା ଦିଆଯାଇଥିବା […]

କଟକ ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ

ମହିଳା ଆଇଆଇସିଙ୍କ ସନ୍ଦେହଜନକ ମୃତ୍ୟୁ ମହିଳା ଆଇଆଇସିଙ୍କ ସନ୍ଦେହଜନକ ମୃତ୍ୟୁ । କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଥାନା ରେଷ୍ଟରୁମରୁ ମିଳିଛି ମୃତଦେହ । କବାଟ […]

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ସକ୍ରିୟ

୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାଖାପାଖି ଅଞ୍ଚଳ ଉପରେ ରହିଛି। […]

ଶ୍ରୀଜିଉଙ୍କ ଅନବସରର ପଞ୍ଚମ ଦିନ

ଆଜି ମହାପ୍ରଭୁଙ୍କ ନିକଟରେ ଲାଗି ହେବ ଫୁଲୁରି ତେଲ ଆଜି ଅନବସରର ପଞ୍ଚମ ଦିବସ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଓଦାବସ୍ତ୍ର ଓଲାଗି ଓ ଶ୍ରୀଅଙ୍ଗ ଫିଟା ନୀତି ହେବା ପରେ ଆଜି ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ […]

ଚତୁର୍ଥ ଦିନରେ ଡାକ୍ତରଙ୍କ ଆନ୍ଦୋଳନ

ଆଜି ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହିତ ଡାକ୍ତର ସଂଘର ଆଲୋଚନା ଡାକ୍ତର ମାନଙ୍କ ଆନ୍ଦୋଳନ ଆଜି ଚତୁର୍ଥ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ଜିଦ୍‌ରେ ଅଡ଼ି ବସିଛନ୍ତି । ଡାକ୍ତରଙ୍କ ସୁରକ୍ଷା, କ୍ୟାଡର ପୁନର୍ଗଠନ, […]

ରାଜଧାନୀରେ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରାଚାଲାଣର ବଡ଼ ନେଟୱର୍କ

କ୍ରାଇମବ୍ରାଞ୍ଚ ଏସଟିଏଫର ଚଢ଼ାଉ, ୪ ଗିରଫ ରାଜଧାନୀରେ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରାଚାଲାଣର ବଡ଼ ନେଟୱର୍କ । କ୍ରାଇମବ୍ରାଞ୍ଚ ଏସଟିଏଫର ଚଢ଼ାଉ । ଚଢ଼ାଉ ବେଳେ ସିଣ୍ଡିକେଟର କିଙ୍ଗପିନ୍ ଓ ସେକେଣ୍ଡ ଇନ୍ କମାଣ୍ଡଙ୍କ ସମେତ […]

ଜଙ୍ଗଲରୁ ପୁଣି ମାଓ ଡମ୍ପ ଠାବ

ଜଙ୍ଗଲରୁ ପୁଣି ମାଓ ଡମ୍ପ ଠାବ, ୬ଟି ଦେଶୀ ବନ୍ଧୁକ, ୮ଟି ଟିଫିନ୍ ବୋମା, ୪ଟି ଆଇଇଡି ଜବତ ଜଙ୍ଗଲରୁ ପୁଣି ମାଓ ଡମ୍ପ ଠାବ । କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ତେନ୍ତୁଳିଗୁମ୍ମା ଜଙ୍ଗଲରୁ […]

ଜାପାନୀ ସଂସ୍ଥା ସହ ୬୭ ହଜାର କୋଟି ଟଙ୍କାର ଚୁକ୍ତି

ଓଡ଼ିଶାରେ ସୃଷ୍ଟି ହେବ ୭ ହଜାର ୬୦୦ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ‘ଗ୍ଲୋବାଲ୍ ଗ୍ରୀନ୍ ହବ୍’ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ ।  ରାଜ୍ୟରେ ସବୁଜ ଅର୍ଥନୀତିର ବିକାଶ ପାଇଁ […]

ରଥ ଉପରକୁ ମୋବାଇଲ ମନା

ରଥଯାତ୍ରାରେ ଆହୁରି ଅଧିକାରୀଙ୍କୁ ନିଯୁକ୍ତ କରିବେ ସରକାର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ରଥ ଉପରେ ଅନଧିକୃତ ଓ ଛଦ୍ମବେଶୀଙ୍କ ବିରୋଧରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । […]