ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ମଧ୍ୟପ୍ରଦେଶ ମୁହାଁ ଲଘୁଚାପ, କାଲିଠୁ କମିବ ବର୍ଷାର ପରିମାଣ ମଧ୍ୟପ୍ରଦେଶ ମୁହାଁ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ବର୍ତ୍ତମାନ ଉତ୍ତର ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଉପରେ […]

ବାମନ ରୂପୀ ବାଳକ ବେଶରେ ଉଭା ହେବେ ଶ୍ରୀଜଗନ୍ନାଥ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବଳିବାମନ ବେଶ । ଗତକାଲି ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହୋଇଥିଲା । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ […]

୧୫ ଜଣ ମହିଳା ନେତ୍ରୀଙ୍କୁ ବିଭିନ୍ନ ଦାୟିତ୍ୱ ଦେଲା ବିଜେଡି

ସ୍ନେହାଙ୍ଗିନି ଛୁରିଆ ବିଏମଜେଡି ସଭାପତି ନିଯୁକ୍ତ, ସ୍ନେହାଙ୍ଗିନୀ ଛୁରିଆଙ୍କୁ ବିଜୁ ମହିଳା ଜନତା ଦଳ (ବିଏମଜେଡି)ର ସଭାପତି ଭାବରେ ନିଯୁକ୍ତ। ଅନ୍ୟ ୧୫ ଜଣ ମହିଳା ନେତ୍ରୀଙ୍କୁ ନିର୍ଦ୍ଦିଷ୍ଟ ଦାୟିତ୍ୱ (ମହିଳା ବ୍ୟାପାର) ଦେଇଛନ୍ତି […]

NIRF ରାକିଂ ତାଲିକା ପ୍ରକାଶ

ଟପ୍‌ ୧୦୦ରେ ନାହିଁ ଓଡ଼ିଶାର କୌଣସି କଲେଜ ନାଁ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଲା NIRF ରାକିଂ ତାଲିକା । ସାମଗ୍ରିକ ପ୍ରତିଷ୍ଠାନ ତାଲିକାର ୨୫ତମ ସ୍ଥାନରେ ‘ସୋଆ’, ୨୭ରେ କିଟ୍‌ […]

ଏଥର ଭୁବନେଶ୍ବରରେ ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟକୁ ନା

ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟକୁ ନା ଏଥର ଭୁବନେଶ୍ବରରେ ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟକୁ ନା ।ପୂଜା ପେଣ୍ଡାଲ ନିକଟରୁ ବୁଲା କୁକୁର ହଟାଇବାକୁ ନିଷ୍ପତ୍ତି । ପୂଜାକୁ ନେଇ BMCର ପ୍ରସ୍ତୁତି ବୈଠକରେ […]

ଓଡିଶା ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି

କଟକରେ ଦୁର୍ଗାପୂଜା ପାଇଁ ୬ଟି ସୁ-ଉଚ୍ଚ ତୋରଣକୁ ଅନୁମତି ଓଡିଶା ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି ।  ଏବେ କଟକରେ ଦୁର୍ଗାପୂଜା ପାଇଁ ହୋଇପାରିବ ସୁ-ଉଚ୍ଚ ତୋରଣ । ଅନୁମତି ଦେଲେ ଓଡିଶା ହାଇକୋର୍ଟ । […]

ଉପରମୁଣ୍ଡରେ ପ୍ରବଳ ବର୍ଷା, ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍ ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ୪ଟି ଗେଟ । ବର୍ତ୍ତମାନ ୧୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ […]

ଅଭିଜିତ୍ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ଅଭିଜିତ୍ ମଜୁମଦାର ଭୁବନେଶ୍ବର ଏମ୍‌ସ ସ୍ଥାନାନ୍ତର ଓଡ଼ିଶାର ସୁନାମ ଧନ୍ୟ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ଅସୁସ୍ଥ । ଅଭିଜିତ୍ ଅସୁସ୍ଥ ଥିବା ନେଇ ସୂଚନା ମିଳିଛି । ବର୍ତ୍ତମାନ କଟକର ଏକ […]

ଜିଏସଟି ସ୍ଲାବକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ: ମୁଖ୍ୟମନ୍ତ୍ରୀ ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ପ୍ରେସମିଟ କରିଛନ୍ତି । କହିଛନ୍ତି, କେନ୍ଦୁପତ୍ର ଉପରେ ୫ […]

ଲଘୁଚାପ ପ୍ରଭାବରେ ୭ ଯାଏ ପ୍ରବଳ ବର୍ଷା

୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହା […]

ଭାରତ ରାଷ୍ଟ୍ର ସମିତି (BRS) ନେତା କେ. କବିତାଙ୍କୁ ଦଳରୁ ନିଲମ୍ବିତ

ନିଲମ୍ବନ ପରେ ବିଆରଏସ୍‌ ଓ MLC ପଦରୁ କେ କବିତାଙ୍କ ଇସ୍ତଫା ତେଲଙ୍ଗାନାରେ ଭାରତ ରାଷ୍ଟ୍ର ସମିତି (BRS) ନେତା କେ. କବିତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। କବିତାଙ୍କୁ ନିଲମ୍ବିତ କରିବାର ନିଷ୍ପତ୍ତି ତାଙ୍କ […]