ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି

କାଲି ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଏଥିପାଇଁ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ […]

ଜୀବନ ହାରିବା ରୋକିବାକୁ ସରକାରଙ୍କ ଉଦ୍ୟମ

୧୦ରୁ ‘ଜୀବନ ଜିନ୍ଦାବାଦ’ କାର୍ଯ୍ୟକ୍ରମ ଆରମ୍ଭ କରିବେ ସରକାର ଜୀବନ ହାରିବା ରୋକିବାକୁ ସରକାରଙ୍କ ଉଦ୍ୟମ । ଜୀବନ ଜିନ୍ଦାବାଦ ନାମରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସରକାର । କ୍ରୀଡା ଓ ଯୁବ […]

ଛତିଶଗଡ ସୁକମା ଜିଲ୍ଲାରେ ପୋଲିସକୁ ମିଳିଲା ବଡ଼ ସଫଳତା

ଆତ୍ମସମର୍ପଣ କଲେ ୨୦ ହାର୍ଡକୋର ମାଓବାଦୀ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକମା ଜିଲ୍ଲାରେ ପୋଲିସକୁ ମିଳିଲା ବଡ଼ ସଫଳତା । ୨୦ ଜଣ ହାର୍ଡକୋର ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । […]

ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ

ନାଟମଣ୍ଡପରେ ଧାଡି ଦର୍ଶନ ଓ ୧୪ ସବ୍‌କମିଟି ଗଠନକୁ ଅନୁମୋଦନ ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ […]

ଦଶହରା ପୂର୍ବରୁ ମରାମତି ହେବ ସମସ୍ତ ସହରାଞ୍ଚଳ ରାସ୍ତା : ପୃଥ୍ୱୀରାଜ ହରିଚନ୍ଦନ

ଦଶହରା ପୂର୍ବରୁ ମରାମତି ହେବ ସମସ୍ତ ସହରାଞ୍ଚଳ ରାସ୍ତା : ପୃଥ୍ୱୀରାଜ ହରିଚନ୍ଦନ ଦୁର୍ଗାପୂଜା ପୂର୍ବରୁ ରାଜ୍ୟର ସମସ୍ତ ସହରର ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ ହେବ । ଏ ନେଇ […]

ସକାଳ ସାଢ଼େ ୮ଟା ସୁଦ୍ଧା ୨୦୬ ମିଟର ଜଳ ପ୍ରବାହିତ

ବିପଦ ସଙ୍କେତ ଡେଇଁଲା ଯମୁନା ନଦୀ ଜଳସ୍ତର ବିପଦ ସଙ୍କେତ ଡେଇଁଲା ଯମୁନା ନଦୀ ଜଳସ୍ତର । ସକାଳ ସାଢ଼େ ୮ଟା ସୁଦ୍ଧା ୨୦୬ ମିଟର ଜଳ ପ୍ରବାହିତ। ତଳିଆ ଅଞ୍ଚଳ ଲୋକଙ୍କୁ ସୁରକ୍ଷିତ […]

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ହେବ ବୈଠକ । ନିଳାଦ୍ରୀ ଭକ୍ତ ନିବାସରେ ଦିନ ୧୦ଟାରେ ହେବ […]

ପୁଣି ଅଶାନ୍ତ ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌

ସେପ୍ଟେମ୍ବର ୪ ସୁଦ୍ଧା ହଷ୍ଟେଲ୍‌ ଛାଡ଼ିବାକୁ ନୋଟିସ୍‌ ସେପ୍ଟେମ୍ବର ୪ ସୁଦ୍ଧା ହଷ୍ଟେଲ୍‌ ଛାଡ଼ିବାକୁ ନୋଟିସ୍‌ ଲାଗିବାର ୨୪ ଘଣ୍ଟା ଭିତରେ ଉତ୍କଳ ବିଶ୍ବବିଦ୍ୟାଳୟ ଅଶାନ୍ତ ହୋଇ ଉଠିଛି । ମଙ୍ଗଳବାର ରାତି ପ୍ରାୟ […]

ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା

୨୪ ଘଣ୍ଟାରେ ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ।  ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।  ପଶ୍ଚିମ ଓଡ଼ିଶାର […]

ଦେଶକୁ ମିଳିଲା ଓଡ଼ିଶା ଚିପ୍

ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶାର ପ୍ରସ୍ତୁତ ୩ ସେମିକଣ୍ଡକ୍ଟର ଭେଟି ଦେଶକୁ ମିଳିଲା ଓଡ଼ିଶା ଚିପ୍ । ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶାର ପ୍ରସ୍ତୁତ ୩ ସେମିକଣ୍ଡକ୍ଟର ଭେଟି ଦେଲେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ନୂଆ […]

ଇଣ୍ଡିଗୋ ବିମାନ ସହ ପକ୍ଷୀ ଧକ୍କା: ଜରୁରୀକାଳୀନ ଅବତରଣ

ଇଣ୍ଡିଗୋ ବିମାନର ଜରୁରୀକାଳୀନ ଅବତରଣ ନାଗପୁରରୁ କୋଲକାତା ଯାଉଥିବା ଇଣ୍ଡିଗୋ ବିମାନର ଜରୁରୀକାଳୀନ ଅବତରଣ । ମଝି ଆକାଶରେ ବିମାନରେ ପକ୍ଷୀ ଧକ୍କା ହୋଇଥିଲା, ଯାହା ପରେ ପାଇଲଟ୍ ନାଗପୁରରେ ଜରୁରୀକାଳୀନ ଅବତରଣ କରିଥିଲେ […]