କ୍ରୁଜ୍‌ରେ ବୁଲିବେ ପର୍ଯ୍ୟଟକ

ଓଡ଼ିଶାରେ ହେବ ୪ଟି ରିଭର୍ କ୍ରୁଜ୍ ସର୍କିଟ କ୍ରୁଜ୍‌ରେ ବୁଲିବେ ପର୍ଯ୍ୟଟକ । ଓଡ଼ିଶାରେ ୪ ପର୍ଯ୍ୟଟନ ସ୍ଥଳରେ କ୍ରୁଜ୍ ଜାହାଜ ଆଧାରିତ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଯୋଜନା । […]

ମହିଳା ଓ ଶିଶୁ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ

ପ୍ରତି ପଂଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର ମହିଳା ଓ ଶିଶୁ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ପ୍ରତି ପଂଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର । […]

ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ

ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ ହୋଇଛି । ୯୧ ବର୍ଷ ବୟସରେ ଆଖି ବୁଜିଲେ ପଦ୍ମଶ୍ରୀ ବିନୋଦ ପଶାୟତ । ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ […]

ଆତ୍ମସମର୍ପଣ କଲେ ହାର୍ଡକୋର ମାଓ ଦମ୍ପତିଙ୍କ ସହ ୪ ମାଓବାଦୀ

ଆତ୍ମସମର୍ପଣ କଲେ ୪ ମାଓବାଦୀ ହିଂସା ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ଆତ୍ମସମର୍ପଣ କଲେ ହାର୍ଡକୋର ମାଓ ଦମ୍ପତିଙ୍କ ସହ ୪ ମାଓବାଦୀ । ଆଣ୍ଟି ନକ୍ସଲ ଅପରେସନରେ ମାଲକାନଗିରି ଜିଲ୍ଲା […]

ଆଜି ନାମାଙ୍କନ ଦାଖଲ କରିବେ NDA ପ୍ରାର୍ଥୀ ରାଧାକୃଷ୍ଣନ୍

ନାମାଙ୍କନ ଦାଖଲ କରିବେ NDA ପ୍ରାର୍ଥୀ ରାଧାକୃଷ୍ଣନ୍ ଇଣ୍ଡିଆ ମେଣ୍ଟରୁ ଉପରାଷ୍ଟ୍ରପତି ପଦ ପାଇଁ ବି. ସୁଦର୍ଶନ ରେଡ୍ଡୀଙ୍କ ନାମ ଘୋଷଣା ହେବା ସହିତ, ଉପରାଷ୍ଟ୍ରପତି ପଦ ପାଇଁ ଦୌଡ଼ ତୀବ୍ର ହୋଇଛି। ଏନଡିଏ […]

ଜନଶୁଣାଣି ବେଳେ ରେଖା ଗୁପ୍ତାଙ୍କୁ ଚାପୁଡା ମାରିଲା ଯୁବକ

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ । ଜନଶୁଣାଣି ବେଳେ ରେଖା ଗୁପ୍ତାଙ୍କୁ ଚାପୁଡା ମାରିଲା ଯୁବକ । ମୁଖ୍ୟମନ୍ତ୍ରୀ ନିଜ ବାସଭବନରେ ସାପ୍ତାହିକ ଜନଶୁଣାଣି କରୁଥିବାବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା […]

୮ ହଜାର ୩୦୭ କୋଟି ଟଙ୍କାରେ ନିର୍ମାଣ ହେବ ଓଡ଼ିଶାରେ କ୍ୟାପିଟାଲ ରିଜିଅନ ରିଙ୍ଗ୍‌ ରୋଡ୍‌

ଭୁବନେଶ୍ବର-କଟକ ରିଙ୍ଗ ରୋଡକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ଭୁବନେଶ୍ବର-କଟକ ରିଙ୍ଗ ରୋଡକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ।  ୬ଲେନ ବିଶିଷ୍ଟ ୧୧୧ କିମି ବାଇପାସ ନିର୍ମାଣ ହେବ ।  ଏଥିପାଇଁ ୮୩୦୭ କୋଟି ଟଙ୍କା […]

କାଲି ନାମାଙ୍କନ ଦାଖଲ କରିବେ ସି ପି ରାଧାକୃଷ୍ଣନ

ରାଧାକୃଷ୍ଣନଙ୍କ ସମର୍ଥନ ପାଇଁ ସମସ୍ତ ଦଳକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅପିଲ୍ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହୋଇଯାଇଛି। ମଙ୍ଗଳବାର ବିଜେପି ନେତୃତ୍ଵାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନଡିଏ)ର ସର୍ବଦଳୀୟ ବୈଠକରେ ଉପରାଷ୍ଟ୍ରପତି ପ୍ରାର୍ଥୀ […]

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ । ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ […]

ଅବପାତରେ ପରିଣତ ହେଲା ଲଘୁଚାପ

୭ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି ଅବପାତରେ ପରିଣତ ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ଓ ପରେ ଅବପାତରେ ପରିଣତ ହୋଇଛି […]

ଉପରାଷ୍ଟ୍ରପତି ପାଇଁ ପ୍ରାର୍ଥୀ ଘୋଷଣା କଲା ଇଣ୍ଡିଆ ମେଣ୍ଟ

ବି. ସୁଦର୍ଶନ ରେଡ୍ଡୀ INDIA ମେଣ୍ଟ ଉପରାଷ୍ଟ୍ରପତି ପ୍ରାର୍ଥୀ ଉପରାଷ୍ଟ୍ରପତି ପାଇଁ ପ୍ରାର୍ଥୀ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ । ବି. ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ […]