ମୋଦୀଙ୍କୁ ଭେଟିଲେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ […]

ଟ୍ରମ୍ପଙ୍କ ସହ ଆଲୋଚନା ବିଷୟରେ ମୋଦିଙ୍କ ସହ କଥା ହେଲେ ପୁଟିନ୍

ମୋଦିଙ୍କୁ ଫୋନ୍ କଲେ ପୁଟିନ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି । ଆଲାସ୍କାରେ ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ହୋଇଥିବା ଆଲୋଚନା […]

ଓଡ଼ିଶାରେ ସେପ୍ଟେମ୍ବର ମାସରୁ କାର୍ଯ୍ୟକାରୀ ହେବ ଭୋଟର ତାଲିକାର ଏସଆଇଆର

ଓଡ଼ିଶାରେ ସେପ୍ଟେମ୍ବର ମାସରୁ କାର୍ଯ୍ୟକାରୀ ହେବ ଭୋଟର ତାଲିକାର ଏସଆଇଆର ଓଡ଼ିଶାରେ ଆସନ୍ତା ସେପ୍ଟେମ୍ବର ମାସରୁ କାର୍ଯ୍ୟକାରୀ ହେବ ଭୋଟର ତାଲିକାର ଏସଆଇଆର ବା ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ।  ବିହାରରେ ଏସଆଇଆର କାର୍ଯ୍ୟକାରୀକୁ ନେଇ […]

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ

ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫ ହଜାରରୁ ଊର୍ଦ୍ଧ୍ବ ପାରାମେଡିକାଲ୍‌ ଷ୍ଟାଫ୍‌ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ […]

ପୁଣି ଓଡ଼ିଶା ପାଇଁ ଆଶା ଆଣିଲା ପୋସ୍କୋ

ଜେଏସଡବଲ୍ୟୁ ସହ ମିଳିତ ଭାବେ ପୋସ୍କୋ ନିର୍ମାଣ କରିବ ଷ୍ଟିଲ ପ୍ଲାଣ୍ଟ ପୁଣି ଓଡ଼ିଶା ପାଇଁ ଆଶା ଆଣିଲା ପୋସ୍କୋ ।  ଜେଏସଡବଲ୍ୟୁ ସହ ମିଳିତ ଭାବେ ନିର୍ମାଣ କରିବ ଷ୍ଟିଲ ପ୍ଲାଣ୍ଟ। ଏନେଇ […]

ହସ୍ପିଟାଲ ବେଡ୍ ରୁ ନବୀନଙ୍କ ବାର୍ତ୍ତା

ମୋତେ ଦେଖିବାକୁ ଚାହିଁଲେ ନବୀନ ନିବାସ ଆସନ୍ତୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ନରେ ଏକ ଘରୋଇ ହସ୍ପିଟାଲ ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି ।  ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ […]

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ଷଷ୍ଠ ଅର୍ଥ କମିଶନ୍

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି। ଆୟୋଗର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡାଙ୍କ […]

ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡିର ସହଯୋଗ ଲୋଡିଲା ଏନଡିଏ

ନବୀନଙ୍କ ସହ କଥା ହେଲେ ରାଜନାଥ ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡିର ସହଯୋଗ ଲୋଡିଲା ଏନଡିଏ । ଏନେଇ ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ନବୀନ ପଟ୍ଟନାୟଙ୍କ ସହ କଥା ହୋଇ ଏନଡିଏ ପ୍ରାର୍ଥିଙ୍କୁ […]

ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁ ଘଟଣା, ରିମାଣ୍ଡରେ ସମୀର ସାହୁ

ସମୀର ସାହୁଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ସମୀର ସାହୁଙ୍କୁ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ । ୩ ଦିନିଆ ରିମାଣ୍ଡରେ ନେବାକୁ ମଞ୍ଜୁରୀ ଦେଲେ କୋର୍ଟ ।ଘଟଣାର […]

ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ୨ କୋଠା, ୨ ଫ୍ଲାଟ୍, ୪ ପ୍ଲଟ୍ ଠାବ

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଅନୁଗୁଳ ଡିଭିଜନ୍ ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ୮ଟି ଠିକଣାରେ ଏକକାଳୀନ ରେଡ୍‌ […]

ବର୍ଷା ପାଇଁ ସ୍କୁଲ ଛୁଟି ଘୋଷଣା

ଆଜି ମାଲକାନଗିରିରେ ଅଙ୍ଗନବାଡ଼ି ସହ ସ୍କୁଲ ଛୁଟି ମାଲକାନଗିରି ଜିଲାରେ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ଏଥିସହ ଅଙ୍ଗନଓ୍ବାଡି ମଧ୍ୟ ବନ୍ଦ ରହିବ।ଯେହେତୁ ଏବେ ଲଘୁଚାପ ରହିଛି। […]