୩ ଦିନରେ ସମୁଦ୍ରକୁ ଗଲେ କୋଟିଏରୁ ଅଧିକ କଇଁଛ ଛୁଆ

୩ ଦିନରେ ସମୁଦ୍ରକୁ ଗଲେ କୋଟିଏରୁ ଅଧିକ କଇଁଛ ଛୁଆ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ପୁଣି ଚଳଚଞ୍ଚଳ ହୋଇଛି। ୩ଦିନ ଭିତରେ କୋଟିଏରୁ ଅଧିକ କଇଁଛ ଛୁଆ ଗଭୀର ସମୁଦ୍ରକୁ ଯାଇଛନ୍ତି। […]

ସୁଆର ମହାସୁଆର ନିଯୋଗର ସଭ୍ୟ ଓ ରୋଷ ସମ୍ପୃକ୍ତ କର୍ମଚାରୀଙ୍କ ପାଇଁ ନିର୍ଦ୍ଦେଶନାମା

ଦୀଘା ଜଗନ୍ନାଥ ମନ୍ଦିରରେ ରୋଷେଇ କଲେ ବାସନ୍ଦ ଶ୍ରୀମନ୍ଦିର ଚାରି ଦ୍ଵାର ସମେତ ଶ୍ରୀମନ୍ଦିର ପରିସରରେ ଥିବା ରୋଷ ଘର ସମ୍ମୁଖରେ ସୁଆର ମହାସୁଆର ନିଯୋଗ ପକ୍ଷରୁ ଲଗାଯାଇଛି ନିର୍ଦ୍ଦେଶନାମା। ସୁଆର ମହାସୁଆର ନିଯୋଗର […]

ପୂରଣ ହେବ ୩୨ ହଜାର ପୁଲିସ ପଦବି: ମୁଖ୍ୟମନ୍ତ୍ରୀ

ଦୁଇ ଗୁଣ ହେଲା ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି […]

ରାଷ୍ଟ୍ରପତିଙ୍କୁ ଭେଟିଲେ ଶାହ, ଜୟଶଙ୍କର

ରାଷ୍ଟ୍ରପତିଙ୍କୁ ଭେଟିଲେ ଶାହ, ଜୟଶଙ୍କର ରାଷ୍ଟ୍ରପତିଙ୍କୁ ଭେଟିଲେ ଶାହ । ରାଷ୍ଟ୍ରପତି ଭବନରେ ମହାମହିମ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର । ସର୍ବଦଳୀୟ […]

ଆତଙ୍କବାଦୀଙ୍କୁ ମୋଦିଙ୍କ କଡା ଚେତାବନୀ

‘ଆତଙ୍କବାଦୀଙ୍କୁ କଳ୍ପନାଠାରୁ ଅଧିକ ଦଣ୍ଡ ମିଳିବ’ ଆତଙ୍କବାଦୀଙ୍କୁ ମୋଦିଙ୍କ କଡା ଚେତାବନୀ। ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ ଆତଙ୍କବାଦୀଙ୍କୁ ଖୋଜି ନିପାତ କରାଯିବ। ପହଲଗାମରେ ଆକ୍ରମଣ କରିଥିବା ଆତଙ୍କବାଦୀ ଓ ଷଡ଼ଯନ୍ତ୍ରକାରୀଙ୍କୁ, ସେମାନଙ୍କ କଳ୍ପନାଠାରୁ […]

ପାକିସ୍ତାନ ନାଗରିକଙ୍କ ପାଇଁ ଭିସା ବାତିଲ କଲା ଭାରତ

ପାକିସ୍ତାନୀଙ୍କୁ ୭୨ ଘଣ୍ଟା ମଧ୍ୟରେ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ପାକିସ୍ତାନ ନାଗରିକଙ୍କ ପାଇଁ ଭିସା ବାତିଲ କଲା ଭାରତ । ଯେଉଁ ପାକିସ୍ତାନୀମାନେ ଭାରତରେ ଅଛନ୍ତି, ସେମାନେ ୭୨ ଘଣ୍ଟା ମଧ୍ୟରେ ଦେଶ ଛାଡ଼ିବାକୁ […]

‘ରାଜ୍ୟରେ ରହିଥିବା ଅନୁପ୍ରବେଶକାରୀଙ୍କ ଉପରେ ତୀକ୍ଷ୍ମ ନଜର’

ପହଲଗାମ ଆକ୍ରମଣ ପରେ ସଜାଗ ଓଡ଼ିଶା ସରକାର ପହଲଗାମ୍ ଆତଙ୍କୀ ହମଲା ସାରା ବିଶ୍ଵକୁ ଦୋହଲାଇଦେଇଛି । ସବୁଠି ଏହି ଘଟଣାକୁ ନିନ୍ଦା କରାଯାଉଛି । ଏହାରି ଭିତରେ ଆତଙ୍କୀ ହମଲା ପରେ ପୁରା […]

ପାକିସ୍ତାନ ସହ ଗୋଟେ ପରେ ଗୋଟେ ସମ୍ପର୍କ କାଟୁଛନ୍ତି ଭାରତ ସରକାର

ପାକିସ୍ତାନ ଉପରେ ଭାରତର ଡିଜିଟାଲ ଷ୍ଟ୍ରାଇକ୍ ପହଲଗାମ୍ ଆତଙ୍କୀ ହମଲା ପରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ପାକିସ୍ତାନ ସହ ଗୋଟେ ପରେ ଗୋଟେ ସମ୍ପର୍କ କାଟୁଛନ୍ତି ଭାରତ ସରକାର । […]

ପ୍ରଶାନ୍ତଙ୍କ ପତ୍ନୀଙ୍କୁ ମିଳିବ ସରକାରୀ ଚାକିରି , ପୁଅର ପାଠପଢା ଖର୍ଚ୍ଚ ବହନ କରିବେ ସରକାର

ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ମିଳିବ ୨୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ପୁଅ ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ମିଳିବ ୨୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା । […]

ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ

ପ୍ରଶାନ୍ତ ଶତପଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ପ୍ରଶାନ୍ତ ଶତପଥୀଙ୍କ ଶେଷକୃତ୍ୟ ସମ୍ପନ୍ନ । ଇସାଣୀ ଗାଁ ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ । ଶେଷକୃତ୍ୟରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହଜାର ହଜାର […]

ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ବୃଦ୍ଧି

ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ […]