ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ ରାଜ୍ୟସଭା ଉପନିର୍ବାଚନ ଲାଗି ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ବିଜେପି ପ୍ରାର୍ଥୀ ଭାବେ ୩ ସେଟ ନାମାଙ୍କନପତ୍ର ଦାଖଲ କରିଛନ୍ତି । […]
Category: ଓଡ଼ିଶା
This category news will contain the updates regarding the state odisha.
