ଶ୍ରୀମନ୍ଦିର ମହାପ୍ରସାଦ ଦର ଉପରେ ଲାଗିବ ନିୟନ୍ତ୍ରଣ

କମିବ ମହାପ୍ରସାଦ ଦର ଖୁବ୍ ଶୀଘ୍ର ଶ୍ରୀମନ୍ଦିର ମହାପ୍ରସାଦର ଦର ନିୟନ୍ତ୍ରଣ କରାଯିବ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରେଟ୍ ଚାର୍ଟ କଥା ପୂର୍ବରୁ ମନ୍ଦିର ପ୍ରଶାସନ ପକ୍ଷରୁ […]

‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ

ୱାନ୍ ନେସନ, ୱାନ୍ ଇଲେକ୍ସନ ବିଲ୍‌କୁ କ୍ୟାବିନେଟ୍‌ର ଗ୍ରୀନ୍ ସିଗନାଲ୍ ୱାନ୍ ନେସନ, ୱାନ୍ ଇଲେକ୍ସନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶିତ […]

ଇତିହାସ ରଚିଲେ ଭାରତର ଡି ଗୁକେଶ

ସର୍ବକନିଷ୍ଠ ଖେଳାଳୀ ଭାବେ ବିଶ୍ୱ ଚେସ୍ ଚାମ୍ପିୟନ ହେଲେ ଗୁକେଶ ଇତିହାସ ରଚିଲେ ଭାରତୀୟ ଗ୍ରାଣ୍ଡମାଷ୍ଟର ଡି ଗୁକେଶ। ଚେସର ନୂଆ ବିଶ୍ୱ ଚାମ୍ପିୟନ ହୋଇଛନ୍ତି ୧୮ ବର୍ଷୀୟ ଡି ଗୁକେଶ। ବିଶ୍ୱ ଚେସ୍ […]

ସୁରକ୍ଷାକର୍ମୀ-ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ

ଏନକାଉଣ୍ଟର ୭ ନକ୍ସଲ ମୃତ ଛତିଶଗଡ-ଦନ୍ତେୱାଡା ଜିଲାର ସୀମାରେ ସୁରକ୍ଷାକର୍ମୀ -ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ । ଏହି ଗୁଳି ବିନିମୟରେ ୭ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ, ନକ୍ସଲ […]

ଜାନୁଆରୀ ମାସରେ ରାଜ୍ୟ ବିଜେପି ନୂଆ ସଭାପତି ନିର୍ବାଚନ

ଜାନୁଆରୀରେ ରାଜ୍ୟ ବିଜେପିର ନୂଆ ସଭାପତି ଜାନୁଆରୀ ମାସରେ ରାଜ୍ୟ ବିଜେପି ନୂଆ ସଭାପତି ନିର୍ବାଚନ । ସୂଚନା ଦେଲେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ଆମର ଗଣତାନ୍ତ୍ରିକ ଦଳ, ଗଣତାନ୍ତ୍ରିକ […]

‘ବିଜେପି ଯେଉଁଦିନ ହୁଇସିଲ ମାରିବ ସେଦିନ ବିଜେଡି ଗୁଣ୍ଡ ହୋଇଯିବ’

‘ବିଜେପିରେ ମିଶିବେ ନବୀନ’ ପୁଣି ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ତାତ୍ସଲ୍ୟ । ଭଗବାନ କରନ୍ତୁ ତାଙ୍କ ପାଖରେ ଲୋକ ରୁହନ୍ତୁ । ଦଳଟା ଭାଙ୍ଗିଗଲେ ଦୁଃଖ ଲାଗିବ। ଦଳ ଟା ଥାଉ, ଦୀର୍ଘଜୀବୀ ହୁଅନ୍ତୁ […]

ଗର୍ଭବତୀଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ଗର୍ଭବତୀଙ୍କୁ ଗୁଳି କରି ହତ୍ୟା ସୁନ୍ଦରଗଡ଼ ଜିଲ୍ଲା ବଣାଇର ଟିକାୟତପାଲି ଥାନା ଝିର୍ଡାପାଲିରେ ଜଣେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ତାଙ୍କୁ ଗୁଳି କରିଥିବା ଅଭିଯୋଗ ହୋଇଛି। ପୁଲିସ […]

ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି

ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ […]

ଅତୁଲ ସୁଭାଷ ମୃତ୍ୟୁ ଘଟଣାର ତନାଘନା

ଅତୁଲ ସୁଭାଷ ମୃତ୍ୟୁ ଘଟଣାର ତନାଘନା ବିବାହ ବିଚ୍ଛେଦ ପାଇଁ ୩ କୋଟି ମାଗୁଥିବା ଏବଂ ୯ଟି ମିଛ ମାମଲା କରିଥିବା ପତ୍ନୀଙ୍କୁ ଦାୟୀ କରି, ବେଙ୍ଗଳୁରୁର AI ଇଞ୍ଜିନିୟର ଅତୁଲ ସୁଭାଷ ନିଜ […]

ଶ୍ରୀମନ୍ଦିର ପାଇଁ ନୂଆ ବାଟାଲିୟନ୍‌

ଶ୍ରୀମନ୍ଦିର ସୁରକ୍ଷା ଦାୟିତ୍ବ ସମ୍ଭାଳିବ ସ୍ବତନ୍ତ୍ର ସୁରକ୍ଷା ବାଟାଲିଅନ୍ ଶ୍ରୀମନ୍ଦିରର ଭିତର ହେଉ କି ବାହ୍ୟ ସୁରକ୍ଷା, ଏ ଦାୟିତ୍ବ ସମ୍ଭାଳିବ ସ୍ବତନ୍ତ୍ର ସୁରକ୍ଷା ବାଟାଲିଅନ୍ । ଯାହାର ନାଁ ରହିଛି ଶ୍ରୀମନ୍ଦିର ସ୍ପେଶାଲ […]

ସିରିଆ ଉପରେ ଇସ୍ରାଏଲର ଘନଘନ ଆକ୍ରମଣ

ସିରିଆର ନୌସେନା ଉପରେ ବଡ଼ ଆକ୍ରମଣ ଅସଦ ସିରିଆ ଛାଡିବା ପରେ , ସିରିଆ ଉପରେ ଲଗାତାର ଆକ୍ରମଣ ଜାରି ରଖିଛି ଇସ୍ରାଏଲ। ଗତକାଲି ତୁର୍କୀ ଆକ୍ରମଣ କରାଥିବା ବେଳେ ବିଳମ୍ବିତ ରାତିରେ ଇସ୍ରାଏଲ […]