ହୋଟେଲରେ ବିଜେଡିର ପରାଜିତ ବିଧାୟକ ପ୍ରାର୍ଥୀଙ୍କ ମେଳି

ବିଜେଡିର ପରାଜିତ ବିଧାୟକ ପ୍ରାର୍ଥୀଙ୍କ ମେଳି ଭୁବନେଶ୍ବରରେ ବିଜେଡିର ପରାଜିତ ବିଧାୟକ ପ୍ରାର୍ଥୀଙ୍କ ମେଳି । ପରାଜିତ ବିଧାୟକ ପ୍ରାର୍ଥୀଙ୍କ ମେଳିକୁ ନେଇ ବଢିଲା ଚର୍ଚ୍ଚା । ଭୁବନେଶ୍ବରର ଏକ ହୋଟେଲରେ ୭ ଜଣ […]

ବାତ୍ୟା ପୂର୍ବରୁ ପୁରୀରୁ ପର୍ଯ୍ୟଟକଙ୍କୁ ଫେରିଯିବାକୁ ପରାମର୍ଶ ଦେଲେ ମନ୍ତ୍ରୀ

ବାତ୍ୟା ପୂର୍ବରୁ ପୁରୀରୁ ପର୍ଯ୍ୟଟକଙ୍କୁ ଫେରିଯିବାକୁ ପରାମର୍ଶ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପୁରୀରୁ ପର୍ଯ୍ୟଟକମାନଙ୍କୁ ଫେରିଯିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି । ଏହାସହିତ ଆସନ୍ତାକାଲିଠୁ ଯେଭଳି କୌଣସି ପର୍ଯ୍ୟଟକ ପୁରୀ […]

ଦୀପାବଳୀ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଦେଲେ ବଡ ଉପହାର

ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଫଳରେ ସେମାନଙ୍କ ମହଙ୍ଗା ଭତ୍ତା […]

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସ୍ଥିତି ସମୀକ୍ଷା

ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବାତ୍ୟା ମୁକାବିଲା ସ୍ଥିତି ସମୀକ୍ଷା ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଅପରାହ୍ନରେ ସମୀକ୍ଷା କରିଛନ୍ତି। ବୈଠକରେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ […]

ବାବା ସିଦ୍ଦିକିଙ୍କ ହତ୍ୟା ମାମଲାରେ ନୂଆ ଟ୍ୱିଷ୍ଟ

‘ହତ୍ୟା ମାମଲାରେ ଲରେନ୍ସ ବିଷ୍ଣୋଇର ଭୂମିକା ନାହିଁ’ ବାବା ସିଦ୍ଦିକିଙ୍କ ହତ୍ୟା ମାମଲାରେ ନୂଆ ଟ୍ୱିଷ୍ଟ ଆସିବା ଦେଖିବାକୁ ମିଳିଛି। ପୁଲିସକୁ ସନ୍ଦେହ ଯେ, ଏହି ହତ୍ୟା ମାମଲାରେ ଲରେନ୍ସ ବିଷ୍ଣୋଇର ଭୂମିକା ନାହିଁ। […]

ପୁରୀରୁ ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ !

ପୁରୀରୁ ସାଗରଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ ! ଓଡ଼ିଶାରେ ମାଡ଼ ହେବ ବାତ୍ୟା ଦାନା । ପୁରୀରୁ ସାଗରଦ୍ୱୀପ ମଧ୍ୟରେ ଅତି ଭୀଷଣ ବାତ୍ୟା ଭାବେ ସ୍ଥଳଭାଗ ଛୁଇଁପାରେ ବାତ୍ୟା ଦାନା । ଭାରତୀୟ ପାଣିପାଗ […]

ବିଜେବି ଏମ୍ଏଜେଏମସିର ପ୍ରଥମ ଆଲୁମିନ୍ ମିଟ୍

ବିଜେବି ଏମ୍ଏଜେଏମସିର ପ୍ରଥମ ଆଲୁମିନ୍ ମିଟ୍ ବିଜେବି ଏମ୍.ଏ.ଜେ.ଏମ୍.ସି ବିଭାଗର ପୁରାତନ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଗଠନ ହୋଇଥିବା ଆଲୁମିନା ଆସୋସିଏସନର ପ୍ରଥମ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅକ୍ଟୋବର ୨୦ ତାରିଖ ରବିବାର ଦିନ ଅନୁଷ୍ଠିତ […]

ପୁରୀରେ ହବିଷ୍ୟାଳିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ପୁରୀରେ ହବିଷ୍ୟାଳିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢି, ଚଦର, […]

ସମ୍ଭାବ୍ୟ ବାତ୍ୟା ନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସାମ୍ବାଦିକ ସମ୍ମିଳନୀ

ସମ୍ଭାବ୍ୟ ବାତ୍ୟା : ସରକାରୀ ଅଧିକାରୀଙ୍କ ଛୁଟି ବାତିଲ ସମ୍ଭାବ୍ୟ ବାତ୍ୟା ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି) ଦେଓରଞ୍ଜନ କୁମାର ସିଂହ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା […]

ମହାରାଷ୍ଟ୍ର ନିର୍ବାଚନ: ୯୯ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ମହାରାଷ୍ଟ୍ର ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ବିଜେପି ନିଜର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି , ଆସନ୍ତା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଆଜି […]

ଝାଡ଼ଖଣ୍ଡ ପାଇଁ ବିଜେପିର ୬୬ ଜଣିଆ ପ୍ରଥମ ପ୍ରାର୍ଥୀ ତାଲିକା

ଝାଡ଼ଖଣ୍ଡ ପାଇଁ ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ଶନିବାର ୬୬ ଜଣିଆ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ବିଜେପି ରାଜ୍ୟର ୮୧ଟି […]