୧୬ଟି ଗେଟ୍ ଦେଇ ହୀରାକୁଦରୁ ବନ୍ୟାଜଳ ନିଷ୍କାସନ

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲିଲା। ଏବେ ୧୬ଟି ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ।ରାଜ୍ୟରେ ଜାରି ରହିଛି ବର୍ଷା । ପୁଣି ଆସୁଛି […]

ସଂକ୍ରମିତ ଅଞ୍ଚଳର ୧ କିଲୋମିଟର ଭିତରେ କୁକୁଡ଼ା ଚାଷ ହେବନି

୩ ମାସ କୁକୁଡ଼ା ଚାଷ ବନ୍ଦ ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ । ୩ ମାସ ଯାଏଁ କୁକୁଡ଼ା ଚାଷ ଉପରେ ପୁରୀ ପ୍ରଶାସନ କଟକଣା ଲଗାଇଛି […]

ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର

ପୁରୀ ବେଳାଭୂମିରେ ମିଳିବନି ମଦ ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର । ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍‌ । ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଧ୍ୟ ମଦ କ୍ୟାବିନ୍‌ […]

ସ୍କବ ଟାଇଫସ୍‌ ଆତଙ୍କ

ସ୍କବ ଟାଇଫସ୍‌ ସଂକ୍ରମଣ ନେଲା ୪ ଜୀବନ ଡରାଉଛି ସ୍କବ ଟାଇଫସ୍‌ । ଆଉ ଜଣଙ୍କ ମୃତ୍ୟୁ ପରେ ବଢ଼ିଲା ଚିନ୍ତା । ପୂର୍ବରୁ ୩ ଜଣଙ୍କର ସ୍କବ ଟାଇଫସ୍‌ କାରଣରୁ ମୃତ୍ୟୁ ହୋଇଥିବା […]

୪୭୬ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମନୋନୀତ ପ୍ରାର୍ଥୀଙ୍କୁ ମିଳିଲା ନିଯୁକ୍ତିପତ୍ର । ଖାଲି ପଡ଼ିଥିବା ପଦବୀ ପୂରଣ ହେବ । ୪୭୬ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂତନ ଭାବରେ […]

ହୀରାକୁଦ ଜଳଭଣ୍ଡାର ଖୋଲିଲା ଆଉ ୬ ଗେଟ୍

୧୨ଟି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ଯାଜଳ ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ । ଏବେ ମୋଟ ୧୨ଟି ଗେଟ୍ ଦେଇ ବନ୍ଯାଜଳ ନିଷ୍କାସନ ହେଉଛି। ବାମ ପାଖରୁ ୮ଟି ଗେଟ୍ […]

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବିମାନବନ୍ଦରଠୁ ଜନତା ମଇଦାନ ଯାଏଁ ବ୍ୟାରିକେଡ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ପୋଲିସ ଛାଉଣୀରେ ରହିବ ରାଜଧାନୀ ଭୁବନେଶ୍ବର । ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି […]

ଅବସରପ୍ରାପ୍ତ ସରକାରୀ ବାବୁଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ଗାଇଡଲାଇନ୍

ନିଯୁକ୍ତି ପାଇବେ ଅବସରପ୍ରାପ୍ତ ସରକାରୀ ବାବୁ ଅବସରପ୍ରାପ୍ତ ସରକାରୀ ବାବୁଙ୍କ ପୁନଃ ନିଯୁକ୍ତି ପାଇଁ ମୋହନ ସରକାର ଆଣିଲେ ନୂଆ ଗାଇଡଲାଇନ୍। ପୁନଃ ନିଯୁକ୍ତି ପାଇବାକୁ ହେଲେ ଉକ୍ତ ଅବସରପ୍ରାପ୍ତ ଅଧିକାରୀଙ୍କୁ କେଉଁ ମାନଦଣ୍ଡରେ […]

ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ASI

୧୮ରେ ରତ୍ନଭଣ୍ଡାର ନିରୀକ୍ଷଣ କରିବ ASI ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ASI । ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇଲା ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ […]

୭୨ ବର୍ଷ ବୟସରେ ସୀତାରାମ ୟେଚୁରୀଙ୍କ ଦେହାନ୍ତ

ସୀତାରାମ ୟେଚୁରୀଙ୍କ ପରଲୋକ ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀ ଆଉ ନାହାନ୍ତି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ […]

କ୍ୟାବିନେଟରେ ୩ ପ୍ରସ୍ତାବ ଉପରେ ବାଜିଲା ମୋହର

ବନ୍ଦର, ଅଗ୍ନିବୀର ଓ ଅବିବାହିତ ଝିଅଙ୍କ ଚାକିରି ଉପରେ ମୋହର କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି। ୩ ପ୍ରସ୍ତାବ ଉପରେ ବାଜିଲା ମୋହର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌ ବୈଠକରେ […]