ପରିବାରର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନା ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନା ସଂପର୍କରେ ବଡ଼ ଘୋଷଣା। ପରିବାରର ସବୁ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଯୋଜନାରେ ଟଙ୍କା। ବିଧାନସଭାରେ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି। […]
Category: ଓଡ଼ିଶା
This category news will contain the updates regarding the state odisha.
