ଆଡ଼ପ ପହଣ୍ଡି ବେଳେ ଅଘଟଣ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଏତଲା

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଏତଲା ଆଡପ ପହଣ୍ଡି ଅଘଟଣ ନେଇ କ୍ୟାପିଟାଲ ଥାନାରେ ଏତଲା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦେଲା ଭୁବନେଶ୍ୱର […]

ବଡ଼ ଠାକୁର ପଡ଼ିବା ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି ଆଡ଼ପ ପହଣ୍ଡି ବେଳେ ଅଘଟଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠି । ପହଣ୍ଡି ଅଘଟଣ ସାରା ବିଶ୍ବର ଜଗନ୍ନାଥ ପ୍ରେମୀଙ୍କୁ ବ୍ୟଥିତ […]

ଆଇପିଏସ୍ ଆଶିଷ ସିଂଙ୍କୁ ଓଏସଡି ଭାବେ ନିଯୁକ୍ତି

ବିଦା ହେଲେ ଆଶିଷ ସିଂ ଆଇପିଏସ୍ ଅଫିସର ଆଶିଷ ସିଂ ବିଦା । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଏହି ଅଫିସରଙ୍କୁ ଗୃହ ବିଭାଗର ଓଏସଡି ଭାବେ ବଦଳି କରାଯାଇଛି । ଏନେଇ ଗୃହ […]

ବଢିଲା ଓଲିଉଡ୍ ଅଭିନେତ୍ରୀ ରିୟା ଦେ’ଙ୍କ ଅଡୁଆ

ରିୟାଙ୍କ ବିରୋଧରେ ମାମଲା କଟକ ବିଡାନାସୀ ଥାନାକୁ ସ୍ଥାନାନ୍ତର ବଢିଲା ଓଲିଉଡ୍ ଅଭିନେତ୍ରୀ ରିୟା ଦେ’ଙ୍କ ଅଡୁଆ। ରିୟାଙ୍କ ବିରୋଧରେ ଘରୋଇ ସହାୟିକା କରିଥିବା ମାମଲା କଟକ ବିଡାନାସୀ ଥାନାକୁ ସ୍ଥାନାନ୍ତର କରାଯାଇଛି। ରିୟା […]

ରତ୍ନଭଣ୍ଡାର ଖୋଲିବା ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା

‘୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ’ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଣମାଧ୍ୟମକୁ ସୂଚନା ଦେଇ ଆଇନ ମନ୍ତ୍ରୀ […]

ସଚିବ ସ୍ତରରେ ବଡ଼ ଧରଣର ଅଦଳବଦଳ

ନିକୁଞ୍ଜ ବିହାରୀ ଧଳ ଇଡକୋର ନୂଆ ଚେୟାରମ୍ୟାନ ବରିଷ୍ଠ ସଚିବ ସ୍ତରରେ ବଡ଼ ଧରଣର ଅଦଳବଦଳ। ଇଡକୋର ଚେୟାରମ୍ୟାନ୍ ଥିବା ହେମନ୍ତ ଶର୍ମାଙ୍କୁ ଏହି ପଦରୁ ହଟାଯାଇଛି। ତାଙ୍କ ସ୍ଥାନରେ ଅତିରିକ୍ତ ମୁଖ୍ୟ ଶାସନ […]

ଚାରମାଳରେ ବଡ଼ଠାକୁର ପଡିଯିବା ପ୍ରସଙ୍ଗରେ ମୁହଁ ଖୋଲିଲେ ଗଜପତି ମହାରାଜ

ପହଣ୍ଡି ବେଳେ ବଡ଼ଠାକୁର ପଡିଯିବା ଘଟଣା, ଯାଞ୍ଚ କରିବ ୩ଜଣିଆ କମିଟି ଆଡପ ବିଜେ ପହଣ୍ଡି ବେଳେ ମହାପ୍ରଭୁ ଶ୍ରୀ ବଳଭଦ୍ର ଚାରମାଳରେ ପଡିଯିବା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଓ […]

ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

୫ପ୍ରସ୍ତାବ ଉପରେ କ୍ୟାବିନେଟ୍‌ମୋହର ରାଜ୍ୟ କ୍ୟାବିନେଟ ବୈଠକରେ ଆଜି ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି। ସର୍ବନିମ୍ନ ମଜୁରୀ ବୃଦ୍ଧିକୁ ମଂଜୁରି ଦେଇଛି ରାଜ୍ୟ କ୍ୟାବିନେଟ୍। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ […]

ଖୋଲିବ ରତ୍ନଭଣ୍ଡାର, ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା

୧୪ରେ ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି ଶ୍ରୀମନ୍ଦିର ପରିଚାଳନା କମିଟି । ସେପଟେ ହାଇଲେବୁଲ କମିଟି ଦେଇଥିବା ପ୍ରସ୍ତାବକୁ ପରିଚାଳନା କମିଟିର […]

ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବେଳେ ଅଘଟଣ

ରଥରୁ ଓହ୍ଲାଇବା ବେଳେ ଖସିଗଲେ ବଳଭଦ୍ର ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବେଳେ ଅଘଟଣ । ରଥରୁ ଓହ୍ଲାଇବା ବେଳେ ଖସିଗଲେ ବଳଭଦ୍ର । ପହଣ୍ଡି ବିଜେ ନୀତି ସମୟରେ ଚାରମାଳ ଉପରୁ ଆଗକୁ ଝୁଙ୍କି […]

ରାଜ୍ୟରେ ବଢୁଛି ଡେଙ୍ଗୁ ସଂକ୍ରମଣ

ଡେଙ୍ଗୁ ସଂକ୍ରମଣ: ଜିଲ୍ଲାପାଳଙ୍କୁ ସ୍ୱାସ୍ଥ୍ୟ ବିଭାଗ ର ଚିଠି ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ। ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁ […]