ପିସିସି ସଭାପତିଙ୍କୁ କାଳିମାଡ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

କଂଗ୍ରେସରୁ ୫ଜଣ ବହିଷ୍କୃତ ପିସିସି ସଭାପତିଙ୍କ ଉପରେ କାଳିମାଡ ଘଟଣାରେ ପିସିସି ସଭାପତିଙ୍କ ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ କମିଟିର ପଦକ୍ଷେପ ନିଆଯାଇଛି୍ । କଂଗ୍ରେସରୁ ୬ବର୍ଷ ପାଇଁ ୫ଜଣଙ୍କୁ ବହିଷ୍କୃତ କରାଯାଇଛି । ସେମାନେ ହେଲେ […]

ତାରିଣୀ ପୀଠ ହେବ ଜାତୀୟ ପର୍ଯ୍ୟଟନସ୍ଥଳୀ

ତାରିଣୀ ମନ୍ଦିର ପାଇଁ ଆଉ ୫୦ କୋଟି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୋହନ ମାଝୀ । ଏହି କ୍ରମରେ […]

୧୦୮ ଗରା ସୁବାସିତ ଜଳରେ ଶ୍ରୀଜିଉ କଲେ ସ୍ନାନ

ସ୍ନାନ କରାଇଲେ ଦେବରାଜ ଇନ୍ଦ୍ର! ରତ୍ନ ସିଂହାସନ ଛାଡ଼ି ସ୍ନାନ ବେଦୀକୁ ଆସିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ଭ୍ରାତା ବଳଭଦ୍ର ଏବଂ ଭଗିନୀ ସୁଭଦ୍ରା । ସ୍ନାନମଣ୍ଡପରେ ୧୦୮ ଗରା ଜଳରେ ଚତୁର୍ଦ୍ଧାମୁରତୀଙ୍କର ପବିତ୍ର ସ୍ନାନ […]

ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ

ରତ୍ନ ସିଂହାସନରୁ ସ୍ନାନମଣ୍ଡପକୁ ବିରାଜିବେ ଚତୁର୍ଦ୍ଧାବିଗ୍ରହ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ରତ୍ନ ସିଂହାସନରୁ ସ୍ନାନମଣ୍ଡପକୁ ବିରାଜିବେ ଚତୁର୍ଦ୍ଧାବିଗ୍ରହ। ସ୍ନାନମଣ୍ଡପରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ବର୍ଷକ ପରେ ପୁଣିଥରେ ଭକ୍ତ […]

ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ

ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ। ଭୁବନେଶ୍ୱରରେ ଥିବା […]

ଯୋଗ କଲେ ମୁଖ୍ୟମନ୍ତ୍ରୀ

ଯୋଗ ନୂଆ ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ: ମୁଖ୍ୟମନ୍ତ୍ରୀ ମାନସିକ ସ୍ତରରେ ସୁସ୍ଥ ରହିବା ପାଇଁ ଯୋଗ ଜରୁରୀ। କେବଳ ଆଜି ନୁହେଁ, ଦୈନନ୍ଦିନ ଯୋଗ କରିବା ଆବଶ୍ୟକ।ଅନ୍ତର୍ଜାତୀୟ ଯୋଗ ଦିବସ […]

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଶରତ ପଟ୍ଟନାୟକଙ୍କୁ କାଳିମାଡ଼ କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ । ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି । […]

ଦୀପାଳି ଦାସଙ୍କ ଆବେଦନ ଗ୍ରହଣ କଲେ ନିର୍ବାଚନ କମିଶନ୍

ଯାଞ୍ଚ ହେବ ଇଭିଏମ୍ ଦୀପାଳି ଦାସଙ୍କ ଆବେଦନ ଗ୍ରହଣ କଲେ ନିର୍ବାଚନ କମିଶନ୍ । ପୁଣିଥରେ ଯାଞ୍ଚ ହେବ ଇଭିଏମ୍ । ୧୩ଟି ବୁଥ୍ରେ ଇଭିଏମ୍ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ […]

କୋର୍ଟରେ ହାଜର ପରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ

ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ ଏନବିଡବ୍ଲୁ ମାମଲାରେ ହାଜରହେଲେ ଅନୁଭବ ମହାନ୍ତି । ସ୍ୱତନ୍ତ୍ର କୋର୍ଟରେ ହାଜର ହୋଇଛନ୍ତି ଅନଭବ । କୋର୍ଟରେ ହାଜର ପରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ । ଅନୁଭବ ଓ ତାଙ୍କ […]

ବାଚସ୍ପତି ହେଲେ ସୁରମା ପାଢୀ

ବାଚସ୍ପତି ଭାବେ ଦାୟିତ୍ୱ ନେଲେ ସୁରମା ପାଢୀ ବିଧାନସଭାର ନୂଆ ବାଚସ୍ପତି ଭାବେ ଦାୟିତ୍ୱ ନେଇଛନ୍ତି ରଣପୁର ବିଧାୟିକା ସୁରମା ପାଢୀ । ଏହି ଗୁରୁଦାୟିତ୍ୱ ପାଇବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଗୃହର ସମସ୍ତ […]

ଆଜିଠୁ ଆରମ୍ଭ ହେବ ଦେବସ୍ନାନ ପୂର୍ଣ୍ଣିମା ନେଇ ପ୍ରସ୍ତୁତି ପର୍ବ

ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଆଉ ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା । ଆଜିଠୁ ଆରମ୍ଭ ହେବ ଦେବସ୍ନାନ ପୂର୍ଣ୍ଣିମା ନେଇ ପ୍ରସ୍ତୁତି ପର୍ବ । ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ହୋଇଥିବା ବେଳେ […]