ବିଧାୟକ ଦଳ ବୈଠକରେ ହେବ ନାଁ ଫାଇନାଲ

ଆଜି ଘୋଷଣା ହେବ ମୁଖ୍ୟମନ୍ତ୍ରୀ ନାଁ ରାଜ୍ୟରେ କିଏ ହେବେ ମୁଖ୍ୟମନ୍ତ୍ରୀ ଆଜି ହଟିବ ସସପେନ୍ସ। ବିଜେପି ବିଧାୟକ ଦଳ ବୈଠକରେ ଆଜି ନାଁ ସ୍ପଷ୍ଟ ହେବ। ଆଜି ଓଡ଼ିଶାରେ ପହଞ୍ଚିବେ ଦୁଇ କେନ୍ଦ୍ରୀୟ […]

ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ

୮ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି ରାଜ୍ୟରେ ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ୮ ଜିଲ୍ଲାପାଳଙ୍କ ପାଇଁ ନିର୍ଦ୍ଦେଶାନାମା ଜାରି କରିଛନ୍ତି ଏସଆରସି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ […]

ଅଡୁଆରେ ରାଉରକେଲା ବିଧାୟକ ସାରଦା ନାୟକ

ସାରଦା ନାୟକଙ୍କ ନାଁରେ ମାମଲା ନିର୍ବାଚନରେ ବିଜୟୀ ହେବା ପରେ ଏବେ ଅଡୁଆରେ ରାଉରକେଲା ବିଧାୟକ ସାରଦା ନାୟକ । ତାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ଆସିଛି ସାଂଘାତିକ ଅଭିଯୋଗ […]

ପାଗ ଅନୁକୁଳ ନଥିବାରୁ ରାଜ୍ୟରେ ସକ୍ରିୟ ହୋଇପାରୁନି ମୌସୁମୀ

ଆଗାମୀ ୫ ଦିନ ପ୍ରବଳ ଗ୍ରୀଷ୍ମପ୍ରବାହ ଦୁଇ ଦିନ ତଳୁ ଓଡ଼ିଶା ଛୁଇଁଛି ମୌସୁମୀ । ହେଲେ ପାଗ ଅନୁକୁଳ ନଥିବାରୁ ରାଜ୍ୟରେ ସକ୍ରିୟ ହୋଇପାରୁନି ମୌସୁମୀ ବାୟୁ । ଆଗାମୀ ୩ରୁ ୪ […]

କାଲି ମୁଖ୍ୟମନ୍ତ୍ରୀ ନାଁ ଘୋଷଣା, ବୁଧବାର ଶପଥ ପାଠ

ବୁଧବାର ୫ଟାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ବୁଧବାର ଶପଥ ନେବେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୫ଟାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ କରିବେ । ୨ଟା ୩୦ରେ ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ […]

ଭୁବନେଶ୍ବରରେ ପୁଣି ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ବରରେ ମୋଦିଙ୍କ ରୋଡ୍ ସୋ’ ଭୁବନେଶ୍ବରରେ ପୁଣି ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜଧାନୀ ଦେଖିବ ମୋଦିଙ୍କ ବିଶାଳ ରୋଡ୍ ସୋ’। ୧୨ ତାରିଖରେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ […]

ମୋଦିଙ୍କ କ୍ୟାବିନେଟରେ ଓଡ଼ିଶାରୁ କିଏ?

ମୋଦିଙ୍କ କ୍ୟାବିନେଟରେ ଓଡ଼ିଶାରୁ କିଏ? ମୋଦିଙ୍କ ସହ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଅନେକ ନେତା । ଜାଣନ୍ତୁ ଓଡ଼ିଶାରେ କିଏ ପାଇଲେ ମନ୍ତ୍ରୀପଦ… ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭାରୁ […]

ରାଜନୀତିରୁ ସନ୍ୟାସ ଘୋଷଣା କଲେ ଭିକେ ପାଣ୍ଡିଆନ୍

କ୍ଷମା ମାଗିଲେ ପାଣ୍ଡିଆନ୍ ରାଜନୀତିରୁ ସନ୍ୟାସ ଘୋଷଣା କଲେ ଭିକେ ପାଣ୍ଡିଆନ୍ । ବିଜୁ ଜନତା ଦଳର ପରାଜୟ ପାଇଁ ମାଗିଲେ କ୍ଷମା । କହିଲେ, ମୋ ବିରୋଧରେ ପ୍ରଚାର, ଦଳକୁ କ୍ଷତି ପହଞ୍ଚାଇଥିବାରୁ […]

ଆଇପିଏସ୍ ଆଶିଷ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଆଶିଷ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଆଇପିଏସ୍ ଆଶିଷ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିସନ ।  ସ୍ୱାସ୍ଥ୍ୟକୁ ନେଇ ଆଶିଷ ସିଂହ ଭୁଲ ତଥ୍ୟ ଦେଇଥିବାରୁ ଇସିଆଇ କାର୍ଯ୍ୟାନୁଷ୍ଠାନ […]

ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ

ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ ବିଜେଡି ନେତା ଭି କେ ପାଣ୍ଡିଆନଙ୍କ ବିରୋଧରେ ଆସିଛି ଇଡି ଅଭିଯୋଗ । ଦିଲ୍ଲୀ ଇଡିରେ ହୋଇଛି ଅଭିଯୋଗ । ଅଭିଯୋଗ ଆଣିଛନ୍ତି ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ […]

ଓଡ଼ିଶା ଛୁଇଁଲା ମୌସୁମୀ

ଓଡ଼ିଶା ଛୁଇଁଲା ମୌସୁମୀ, ମାଲକାନଗିରିରେ ଓଡ଼ିଶା ଛୁଇଁଲା ମୌସୁମୀ । ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । […]