ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ମେଟ୍ରୋ ଷ୍ଟେସନ ବନ୍ଦ

CJP Protest: ଦିଲ୍ଲୀରେ ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ ଦିଲ୍ଲୀର ଜନ୍ତରମନ୍ତରରେ CJP Protest ଚାଲିଛି । ମଙ୍ଗଳବାର ରାତିରେ ଜନ୍ତର ମନ୍ତର ଏବଂ କନୋଟ ପ୍ଲେସ୍ ଅଞ୍ଚଳରେ ସିଜେପି ପ୍ରଦର୍ଶନକାରୀ ଉତ୍ତେଜନା କରିଥିଲେ […]

ଆଜି ୧୧ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଦୁଇ ଦୁଇଟି ଟ୍ରପ ଲାଇନ […]

ବଢ଼ୁଛି ହୀରାକୁଦ ଜଳସ୍ତର

୧୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୩ ଦଶମିକ ୩୯ ଫୁଟରେ ପହଞ୍ଚିଛି । ଉପରମୁଣ୍ଡରୁ ପ୍ରତି ସେକେଣ୍ଡରେ […]

ଅଟୋକୁ ପଛପଟୁ ଧକ୍କା ଦେଲା କାର

ପଟିଆ ଜୟଦେବ ବିହାର ମୁଖ୍ୟ ରାସ୍ତାରେ ସଡ଼କ ଦୁର୍ଘଟଣା ରାଜଧାନୀର ପଟିଆ ଜୟଦେବ ବିହାର ମୁଖ୍ୟ ରାସ୍ତାରେ ଘଟିଛି ସଡ଼କ ଦୁର୍ଘଟଣା । ହୋଟେଲ ଟ୍ରାଇଡେଣ୍ଟ ସମ୍ମୁଖରେ ଏକ ଅଟୋକୁ ପଛପଟୁ ଧକ୍କା ଦେଲା […]

QDENGA ଟିକାକୁ ମିଳିଲା ମଞ୍ଜୁରୀ

ଭାରତକୁ ମିଳିଲା ପ୍ରଥମ ଡେଙ୍ଗୁ ଟିକା ଡେଙ୍ଗୁ ବିରୋଧୀ ଅଭିଯାନରେ ଭାରତକୁ ବଡ଼ ସଫଳତା । ଭାରତକୁ ମିଳିଲା ପ୍ରଥମ ଡେଙ୍ଗୁ ଟିକା । ଜାପାନ ଟାକେଡା ଫାର୍ମା ପ୍ରସ୍ତୁତ ଟିକା ‘କ୍ୟୁଡେଙ୍ଗା’କୁ ମଞ୍ଜୁରୀ […]

ପୋଲିସ ମୁଖ୍ୟାଳୟରେ ମିଳିଲା ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ମୃତଦେହ, ମାମଲାର ତଦନ୍ତ ଜାରି

ଝୁଲନ୍ତା ଅବସ୍ଥାରେ ମିଳିଲା ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ମୃତଦେହ ତ୍ରିପୁରା ଡିଜିପି ଅନୁରାଗ ଧନଖଡ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଜୀବନ ହାରିଛନ୍ତି । ଅଫିସ୍ କ୍ୟାବିନ ଭିତରୁ ମୃତଦେହ ଉଦ୍ଧାର କରାଯାଇଥିଲା । […]

ହସପିଟାଲରୁ ଆସିଲା ସୋନମ ୱାଙ୍ଗଚୁକଙ୍କ ହାତ ଲେଖା ଚିଠି

ଅନଶନ ସମାପ୍ତ କରିବା ପାଇଁ ୩ ସର୍ତ୍ତ ରଖିଲେ ସୋନମ ୱାଙ୍ଗଚୁକ୍ ଅନଶନ ଭାଙ୍ଗିବା ପାଇଁ ତିନି ସର୍ତ୍ତ ରଖିଛନ୍ତି ଶିକ୍ଷାବିତ ସୋନମ୍ ଓ୍ୱାଙ୍ଗଚୁକ୍ । ଦୀର୍ଘ ୨୦ ଦିନରୁ ଅଧିକ ସମୟ ଧରି […]

ସୌମ୍ୟ ରଞ୍ଜନ ହତ୍ୟା ମାମଲା, ଫେରାର ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

ଆସିଲା ଓମ୍ ର ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟ ବାଲିଅନ୍ତା ଭିଡ଼ ହିଂସା ମାମଲାରେ ଆସିଲା ଓମ୍ ର ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟ । ଓମ ସତ କହିଥିବା ସୂଚନା ମିଳିଛି । […]

୨୨ରୁ ଏୟାରପୋର୍ଟରେ ହେବ ଟ୍ରାଏଲ ରନ୍

ଖୁବଶୀଘ୍ର ମାଲକାନଗିରିରୁ ଉଡ଼ିବ ଫ୍ଲାଇଟ୍ ଖୁବଶୀଘ୍ର ମାଲକାନଗିରିରୁ ଉଡ଼ିବ ଫ୍ଲାଇଟ୍ । ପୂରଣ ହେବାକୁ ଯାଉଛି ମାଲକାନଗିରିର ବହୁପ୍ରତିକ୍ଷିତ ଉଡ଼ାନ୍ ସ୍ବପ୍ନ । ଆସନ୍ତା ୨୨ ତାରିଖରୁ ଏୟାରପୋର୍ଟରେ ହେବ ଟ୍ରାଏଲ ରନ୍ । […]

ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦ ମୌସୁମୀ ଅଧିବେଶନ

ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ । ଆଜିଠାରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନରୁ ସରଗରମ ହେବ ଗୃହ । ଏକାଧିକ ପ୍ରସଙ୍ଗରେ […]